Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଓ୍ୱସମ ଆପ୍ ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ: ଅଙ୍ଗନବାଡି ସମ୍ପର୍କରେ ଦେବ ବିସ୍ତୃତ ସୂଚନା
ଆଜିର ଖବର

ଅଓ୍ୱସମ ଆପ୍ ର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ: ଅଙ୍ଗନବାଡି ସମ୍ପର୍କରେ ଦେବ ବିସ୍ତୃତ ସୂଚନା

July 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ଥିବା ୭୪ ହଜାର ୨୨୦ଟି ଅଙ୍ଗନବାଡିକୁ ସକ୍ଷମ ଅଙ୍ଗନବାଡିରେ ପରିଣତ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି। ଏଥିପାଇଁ ଅଙ୍ଗନବାଡି କେନ୍ଦ୍ରଗୁଡିକର ନିଜସ୍ୱ ଘର, ସ୍ୱଚ୍ଛତା ଏବଂ ବିଦ୍ୟୁତ ବ୍ୟବସ୍ଥା ଆଦି ଥିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏଥିପାଇଁ ଆଜି ରାଜ୍ୟ ସରକାର ଅଓ୍ୱସମ ନାମରେ ଏକ ଆପ୍ ର ଶୁଭାରମ୍ଭ କରିଛନ୍ତି, ଯେଉଁଥିରେ ଅଙ୍ଗନବାଡି ସମ୍ପର୍କରେ ବିସ୍ତୃତ ସୂଚନା ସ୍ଥାନ ପାଇବ ବୋଲି ସେ କହିଛନ୍ତି।

ଆସନ୍ତା ଅଗଷ୍ଟ ପହିଲାରୁ ୧୫ ତାରିଖ ପର୍ଯ୍ୟନ୍ତ ଅଙ୍ଗନବାଡି କେନ୍ଦ୍ରଗୁଡିକରେ ଜାତୀୟ ପତାକା ପ୍ରଦର୍ଶନ କରାଯିବ। ଏଥିପୂର୍ବରୁ ଆସନ୍ତା ଅଗଷ୍ଟ ପହିଲାରେ ହେବାକୁ ଥିବା ବିଶ୍ୱ ସ୍ତନ୍ୟପାନ ସପ୍ତାହ ଅବସରରେ – ଆସ ବୁଲିଯିବା ଅଙ୍ଗନବାଡି କ୍ୟାମ୍ପେନର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି। ଏଥିରେ ସମାଜର ସବୁ ବର୍ଗର ଲୋକ ନିଜ ଅଞ୍ଚଳରେ ଥିବା ଅଙ୍ଗନବାଡି କେନ୍ଦ୍ରକୁ ବୁଲିବାକୁ ଯାଇ ସେଠାରେ ଯୋଗାଇ ଦିଆଯାଉଥିବା ଖାଦ୍ୟର ମାନ ଦେଖିବା ସହ ମହିଳା ଓ ଶିଶୁଙ୍କ ପାଇଁ ଉପଲବ୍ଧ ବିଭିନ୍ନ ସୁବିଧା ସମ୍ପର୍କରେ ଜାଣିପାରିବେ। ଅନଲାଇନ କିମ୍ବା ଅଫ୍ଲାଇନ ମାଧ୍ୟମରେ ନିଜ ନିଜର ମତାମତ ମହିଳା ଓ ଶିଶୁ ବିକାଶ ବିଭାଗକୁ ଜଣାଇପାରିବେ ବୋଲି ଶ୍ରୀମତୀ ପରିଡା କହିଛନ୍ତି।

ଅଙ୍ଗନବାଡି
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.