Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୁଣା ପେନସନ ଲାଗୁକରିବା ଦାବିରେ ସମସ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର
ଆଜିର ଖବର

ପୁରୁଣା ପେନସନ ଲାଗୁକରିବା ଦାବିରେ ସମସ୍ତ ଜିଲ୍ଲାପାଳଙ୍କୁ ଦାବିପତ୍ର

August 1, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ସରକାର କର୍ମଚାରୀ ମାନଙ୍କ ନିମନ୍ତେ ୟୁନିଫାଏଡ ପେନସନ ସ୍କିମ ଘୋଷଣା କରିବା ପରେ ଦେଶ ତଥା ରାଜ୍ୟର ବିଭିନ୍ନ ବିଭାଗରେ କାର୍ଯ୍ୟରତ ୪ ଲକ୍ଷ କର୍ମଚାରୀ ମାନଙ୍କ ମନରେ ଅସନ୍ତୋଷ ସୃଷ୍ଟି ହୋଇଛି। ଓଡିଶା ସରକାର ବିନା ଆଲୋଚନାରେ ଓଡ଼ିଶାରେ ୟୁନିଫାଏଡ଼ ପେନସନ ସ୍କିମ ଲାଗୁ କରିଥିବାରୁ ରାଜ୍ୟ ସରକାରୀ କର୍ମଚାରୀ ଆଜି ନିଜ ଜିଲ୍ଲାର ଜିଲ୍ଲପାଳ ମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ଉଦେଶ୍ୟରେ ପୁରୁଣା ପେନସନ ଲାଗୁ କରିବା ନିମନ୍ତେ ଦାବିପତ୍ର ପ୍ରଦାନ କରିବେ। ଏଥିନିମନ୍ତେ ଏନ ଏମ ଓ ପି ଏସ ଓଡିଶା ରାଜ୍ୟ ସଭାପତି ବିଜୟ ମଲ୍ଲଙ୍କ ଅଧକ୍ଷତାରେ ଗତକାଲି ଏକ ଆଭାସୀ ବୈଠକ ମାଧ୍ୟମରେ ପୁରୁଣା ପେନସନ ଅଭିଯାନର ସମସ୍ତ ରାଜ୍ୟ କର୍ମକର୍ତ୍ତା, ବିଭିନ୍ନ ସଂଗଠନର ରାଜ୍ୟ ସଭାପତି, ସମ୍ପାଦକ, ଜିଲ୍ଲା ସଭାପତି, ସମ୍ପାଦକ ଏବଂ ସମସ୍ତ ସକ୍ରିୟ ଏନ ପି ଏସ କର୍ମଚାରୀ ଯୋଗଦେଇଥିଲେ ଏବଂ ନିଜ ନିଜ ମତ ରଖିଥିଲେ।

ବୈଠକର ନିଷ୍ପତ୍ତି ଅନୁଯାୟୀ ଆଜି ସମସ୍ତ ଜିଲ୍ଲାରେ ଜିଲ୍ଲାପାଳ ମାନଙ୍କୁ ଦାବିପତ୍ର ପ୍ରଦାନ ସହିତ ସମସ୍ତ କର୍ମଚାରୀ ପୁରୁଣା ପେନସନ ହାସଲ କରିବା ପର୍ଯ୍ୟନ୍ତ ଏକ ହୋଇ କାମ କରିବା ସହିତ ତୃଣମୂଳ ସ୍ତରରେ କାର୍ଯ୍ୟ କରି ସଂଗଠନକୁ ସୁଦୃଢ କରି ଓଡ଼ିଶାରେ ପୁରୁଣା ପେନସନ ଲାଗୁ ପର୍ଯ୍ୟନ୍ତ ଲଢେଇ କରିବାକୁ ଶପଥ ନେଇଥିଲେ ବୋଲି ପୁରୁଣା ପେନସନ ଅଭିଯାନ ରାଜ୍ୟ ସଭାପତି ବିଜୟ ମଲ୍ଲ ,ପ୍ରଜ୍ୟୋତ୍ନ ବରାଳ,ଅଶ୍ବିନୀ ମିଶ୍,ପ୍ରଦୀପ ପ୍ରଧାନ ,ରାଜେଶ ମହାନ୍ତି,ବଙ୍କୀମ୍‌ ସାଗର, ଖଗେନ୍ଦ୍ର ପାଲ, ବିଭୂ ପ୍ରସାଦ ସାହୁ, ସୁଶାନ୍ତ ବେହେରା, ବିକ୍ରମ ରଥ, ଶ୍ରୀକାନ୍ତ ବାରିକ ,ରାମଲାଲ ପଟେଲ,ରଶ୍ମୀରଂଜନ ପାଢୀ, ଗୁରୁଗୋବିନ୍ଦ ଦଳାଇ, ରବିନ୍ଦ୍ର ପ୍ରଧାନ, ଶୁଭ୍ରଜିତ ପ୍ରତିହାରୀ, ରାଜେନ୍ଦ୍ର ମଲ୍ଲିକ, ଅନ୍ତର୍ଯ୍ୟାମୀ ଲେଙ୍କା,କ୍ଷୀତିଶ ପଣ୍ଡା, ପ୍ରଶାନ୍ତ ରାଉରାୟ, ସୁଧାଂଶୁ ପୁହାଣ,ଆଦିତ୍ୟ ନାରାୟଣ ସ୍ୱାଇଁ,ଶୁଚିସ୍ମିତା ଦାସ ,ଅନୀତା ବେହେରା,ଶିବ ଶଙ୍କର ସାହୁ ପ୍ରମୁଖ ଏକ ପ୍ରେସ ବିବୃତ୍ତି ମାଧ୍ୟମରେ ଓଡିଶାର ସମସ୍ତ ସରକାରୀ କର୍ମଚାରୀ ମାନ୍ୟବର ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀକୁ କର୍ମଚାରୀ ମାନଙ୍କ ନିମନ୍ତେ ଅବିକଳ ପୁରୁଣା ପେନସନ ଲାଗୁକରାଯିବାକୁ ଅନୁରୋଧ କରିଛନ୍ତି।

ଦାବିପତ୍ର ପୁରୁଣା ପେନସନ
Share. Facebook Twitter LinkedIn Email WhatsApp Copy Link

Related Posts

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026
Latest News

ୟୁଏଇରେ ନ୍ୟୁକ୍ଲିୟର ପ୍ଲାଣ୍ଟକୁ ଟାର୍ଗେଟ କରି ବଡ଼ ଡ୍ରୋନ୍ ଆକ୍ରମଣ

May 17, 2026

ଜାତୀୟ ପଞ୍ଚାୟତ ପୁରସ୍କାର ପାଇଁ ଓଡ଼ିଶାର ୫ ଟି ପଞ୍ଚାୟତ ମନୋନୀତ, ଜାଣନ୍ତୁ କିଏ

May 17, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.