Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଙ୍ଗଦାନ ସଚେତନତା କାର୍ଯ୍ୟକ୍ରମ
ଆଜିର ଖବର

ଅଙ୍ଗଦାନ ସଚେତନତା କାର୍ଯ୍ୟକ୍ରମ

August 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଳକ ଅନ୍ତର୍ଗତ ସରାପାଲି ଉଚ୍ଚ ବିଦ୍ୟାଳୟରେ ଅଙ୍ଗଦାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଅନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ସସ୍ମିତା ମାଝୀଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ସଭାରେ ନୂଆଦିଲ୍ଲୀ ସ୍ଥିତ ରୋଟ୍ରାକ୍ କ୍ଲବ ୟୁଥ୍ ଅର୍ଗାନା ଡୋନେସନ ଆୱାର୍ ନେସ୍ ସଭାନେତ୍ରୀ ରୋଜାଲିନ ଦାଶ ଯୋଗ ଦେଇ ସାମ୍ପ୍ରତିକ ସମାଜରେ ଅଙ୍ଗଦାନର ଗୁରୁତ୍ୱ ଓ ଆବଶ୍ୟକତା ସମ୍ପର୍କରେ ପିପିଟି ମାଧ୍ଯମରେ ବର୍ଣ୍ଣନା କରିଥିଲେ। ପ୍ରଗତି ଶୈକ୍ଷିକ ଅନୁଷ୍ଠାନର ନିର୍ଦ୍ଦେଶକ ବନ୍ଦିତା ଦାଶ ପ୍ରଚଳିତ ମିଥ୍ୟା ଏବଂ ଅନ୍ଧବିଶ୍ୱାସକୁ ଦୂରକରିବା ପାଇଁ ଗ୍ରାମୀଣ ସ୍ତରରେ ସଚେତନତାତ୍ମକ ପ୍ରୟାସକୁ ଜାରି ରଖିବା ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ ବୋଲି କହିଥିଲେ।

ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ଅଙ୍ଗଗୁଡିକର ସୁସ୍ଥତା ନିମନ୍ତେ ୱାଟର ବେଲ୍ ପ୍ରୋଜେକ୍ଟ କୁ ଲାଗୁକରିବା ପାଇଁ ରୋଜାଲିନ ଦାଶ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ୧୫୦ ଜଣ ଛାତ୍ରଛାତ୍ରୀ ଭାଗ ନେଇ ଥିଲେ। ଶିକ୍ଷୟିତ୍ରୀ ରମ୍ଭା ସ୍ବାଇଁ, ସୁଜାତା ସାହୁ, ଭାରତୀ ପ୍ରଧାନ, ରୀନାରାଣୀ ଧଳ, ଲିଟୁ ସାହୁ, ରାମକୃଷ୍ଣ ସେଠି ଓ ରଞ୍ଜନ ସ୍ବାଇଁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ନାକଟିଦେଉଳ ବ୍ଳକ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026

ଜର୍ମାନ ଚାନ୍ସେଲରଙ୍କୁ ଭାରତୀୟ କଳାକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ

January 14, 2026

ୱାଲ୍‌ଟାୟାର ଡିଭିଜନ ଟ୍ରେନ୍‌ଗୁଡ଼ିକରେ ଅଭିନବ ହାଇଜେନିକ୍ ଚା ଏବଂ କଫି ବିକ୍ରୟ ବ୍ୟବସ୍ଥା ଆରମ୍ଭ

January 14, 2026

ଆଇଆଇଟି ମାଡ୍ରାସରେ ‘ପୋଙ୍ଗଲ ପର୍ବ’ ପାଳିଲେ କେନ୍ଦ୍ରମନ୍ତ୍ରୀ

January 14, 2026
Latest News

ଜାନୁଆରୀ ୧୬ରେ ଇଗ୍ନୋ ବିଦ୍ୟାର୍ଥୀମାନଙ୍କ ପାଇଁ ଅନଲାଇନ୍ ପରିଚୟ ଅଧିବେଶନ

January 14, 2026

ଜର୍ମାନ ଚାନ୍ସେଲରଙ୍କୁ ଭାରତୀୟ କଳାକୃତି ଉପହାର ଦେଲେ ପ୍ରଧାନମନ୍ତ୍ରୀ

January 14, 2026

ୱାଲ୍‌ଟାୟାର ଡିଭିଜନ ଟ୍ରେନ୍‌ଗୁଡ଼ିକରେ ଅଭିନବ ହାଇଜେନିକ୍ ଚା ଏବଂ କଫି ବିକ୍ରୟ ବ୍ୟବସ୍ଥା ଆରମ୍ଭ

January 14, 2026

ଆଇଆଇଟି ମାଡ୍ରାସରେ ‘ପୋଙ୍ଗଲ ପର୍ବ’ ପାଳିଲେ କେନ୍ଦ୍ରମନ୍ତ୍ରୀ

January 14, 2026

ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

January 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.