Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନି ମାସ ପରେ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ
ଆଜିର ଖବର

ତିନି ମାସ ପରେ ପର୍ଯ୍ୟଟକମାନଙ୍କ ପାଇଁ ଖୋଲିଲା ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ

August 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡା: ବଉଳା କୁମ୍ଭୀର ପ୍ରଜନନ ପାଇଁ ତିନିମାସ ଧରି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକ ମାନଙ୍କ ପାଇଁ ଖୋଲାଯାଇଛି। ଡାଙ୍ଗମାଳସ୍ଥିତ ରାଜକନିକା ବନାଚଁଳ ଠାରେ ଭିତରକନିକା ପରିଦର୍ଶନ ପାଇଁ ଆସୁଥିବା ପର୍ଯ୍ୟଟମାନଙ୍କୁ ଗୋଲାପଫୁଲ ଦିଆଯାଇ ସ୍ୱାଗତ କରାଯାଇଥିଲା। ଭିତରକନିକା ଜାତୀୟ ଉଦ୍ୟାନର ଚିତଲ ହରିଣ, ବଉଳାକୁମ୍ଭୀରକୁ ଦେଖି ବିମୋହିତ ହୋଇଯାଇଥିଲେ ପର୍ଯ୍ୟଟକମାନେ। ଭିତରକନିକାର ହେନ୍ତାଳ ଜଂଗଲ ଭିତରେ ସୂର୍ଯ୍ୟକିରଣ ସେକି ହେଉଥିବା କୁମ୍ଭୀରକୁ ଦେଖି ପ୍ରାକୃତିକ ସୌନ୍ଦର୍ଯ୍ୟର ଅନୁଭୁତି ନେଇଥିଲେ। ଭିତରକନିକା ମଧ୍ୟରେ ରହିଥିବା କୁମ୍ଭୀର ପ୍ରଜନନ କେନ୍ଦ୍ର ମଧ୍ୟରେ ଲାଳନପାଳନ ହେଉଥିବା କୁମ୍ଭୀର ଛୁଆ ତଥା ସ୍ୱତନ୍ତ୍ର ପୋଖରୀ ମଧ୍ୟରେ ନିଜର ଅଣ୍ଡାବସାକୁ ଜଗି ରହିଥିବା ମଲ୍ଲୀକୁମ୍ଭୀରକୁ ଦେଖି ପର୍ଯ୍ୟଟକମାନେ ବିମୋହିତ ହୋଇଯାଇଥିଲେ।

ଭିତରକନିକା ମଧ୍ୟରେ ଶବ୍ଦ କରୁନଥିବା ପ୍ରାକୃତିକ ବାତାବରଣ ଅନୁକୁଳ ବ୍ୟାଟେରୀଯାନରେ ପର୍ଯ୍ୟଟକମାନଙ୍କୁ ନେବା ଆଣିବା କରିବା ତଥା ପରିଦର୍ସନ କରାଇବା ପାଇଁ ବନବିଭାଗ ପକ୍ଷରୁ ବନ୍ଦୋବସ୍ତ କରାଯାଇଛି। ଭିତରକନିକା ଆସି ଯେପରି ପ୍ରକୃତି ପ୍ରେମୀ ବନ୍ୟଜନ୍ତୁ ପ୍ରେମୀ ପର୍ଯ୍ୟଟକମାନେ ସୁଖଦ ଅନୁଭୁତି ନେଇ ଫେରିବେ ସେଥିପାଇଁ ବନବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥାଗ୍ରହଣ କରଯାଇଛି। ଭିତରକନିକା ବୁଲିବାକୁ ଆସୁଥିବା ପର୍ଯ୍ୟଟକମାନେ ଭିତରକନିକାର ସୌନ୍ଦର୍ଯ୍ୟ ବଖାଣୀଥିବା ବେଳେ ପର୍ଯ୍ୟଟକମାନଙ୍କ ପାଇଁ କରାଯାଉଥିବା ବ୍ୟବସ୍ଥା ସଂପର୍କରେ ରାଜନଗର ବନବିଭାଗ ଡିଏଫଓ କେ ସୁଦର୍ଶନ ଗୋପୀନାଥ ଯାଦବ ଅଧିକ ସୂଚନା ଦେଇଛନ୍ତି।

ଜାତୀୟ ଉଦ୍ୟାନ ବିଶ୍ୱପ୍ରସିଦ୍ଧ ଭିତରକନିକା
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025
Latest News

ଲୋକସଭାରେ ହଟ୍ଟଗୋଳ: ଅପରାହ୍ନ ୨ଟା ପର୍ଯ୍ୟନ୍ତ ମୁଲତବୀ

August 4, 2025

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତ: ୮୧ ବର୍ଷ ବୟସରେ ତ୍ୟାଗ କଲେ ଶେଷ ନିଶ୍ଵାସ

August 4, 2025

BSNL ଉପଭୋକ୍ତାଙ୍କ ପାଇଁ ବଡ଼ ଝଟକା!: ଏହି ପ୍ଲାନର ହ୍ରାସ ପାଇଲା ବୈଧତା, ଜାଣନ୍ତୁ କ’ଣ ହେଲା ପରିବର୍ତ୍ତନ

August 4, 2025

ଆଜି ଶ୍ରାବଣ ଶେଷ ସୋମବାର, ବିଭିନ୍ନ ଶୈବ୍ୟ ପିଠରେ କାଉଡିଆଙ୍କ ପ୍ରବଳ ଭିଡ

August 4, 2025

ଏବେ ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲଗାଇବାକୁ ଧମକ ଦେଲେ ଟ୍ରମ୍ପଙ୍କ ବିଶସ୍ତ!: ଆଣିଲେ ସାଂଘାତିକ ଅଭିଯୋଗ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.