Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଭିନେତା ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ପରଲୋକ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଅଭିନେତା ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ପରଲୋକ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

August 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସିଦ୍ଧାନ୍ତ ମହାପାତ୍ର
ଅଭିନେତା ତଥା ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆଙ୍କ ପରଲୋକ, ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପ୍ରଖ୍ୟାତ ଅଭିନେତା ତଥା ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ କନକ ମହାପାତ୍ରଙ୍କ ପରଲୋକ ଘଟିଛି। ଏହି ଖବର ଜଣାପଡିବା ପରେ ତାଙ୍କ ଖାରବେଳ ନଗର ବାସଭବନରେ ବହୁ ବ୍ୟକ୍ତି ଶେଷ ଦର୍ଶନ କରିବାକୁ ଯାଇଥିଲେ। ଏଥିରେ ବହୁ ଚଳଚିତ୍ର ଅଭିନେତା ଓ ନେତା ସାମିଲ ଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ସିଦ୍ଧାନ୍ତଙ୍କ ମାଆଙ୍କୁ ଶେଷ ଦର୍ଶନ କରିଛନ୍ତି। ଏଥିସହିତ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ଏକାମ୍ର ଭୁବନେଶ୍ବର ବିଧାୟକ ବାବୁ ସିଂ ପ୍ରମୁଖ ଉପସ୍ଥିତ ଥିଲେ।

ଏ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ସାମାଜିକ ଗଣମାଧ୍ୟମରେ ସିଦ୍ଧାନ୍ତଙ୍କ ମାଆଙ୍କ ପରଲୋକ ଖବର ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଲେକିଛନ୍ତି ଯେ, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ରଙ୍କ ମାତୃବିୟୋଗ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ । ଶ୍ରୀ ମହାପାତ୍ରଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ପାର୍ଥିବ ଶରୀରର ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କଲି ଓ ଶୋକାକୁଳ ପରିବାରବର୍ଗଙ୍କୁ ଭେଟି ସମବେଦନା ଜଣାଇଲି । ମୁଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ସେ ଦିବଙ୍ଗତ ଆତ୍ମାଙ୍କୁ ଶାନ୍ତି ପ୍ରଦାନ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ଏହି ଦୁଃଖ ସହିବାର ଶକ୍ତି ପ୍ରଦାନ କରନ୍ତ।

Sidhanta Mohaptra ସିଦ୍ଧାନ୍ତ ମହାପାତ୍ର ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ
Share. Facebook Twitter LinkedIn Email WhatsApp Copy Link

Related Posts

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025
Latest News

ଜୀ ସାର୍ଥକରେ ଅଗଷ୍ଟ ୧୦ ସନ୍ଧ୍ୟା ୬.୩୦ରେ ଦେଖନ୍ତୁ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 4, 2025

୩୩ ସିଭିଲ ଜଜଙ୍କୁ ଶପଥ ପାଠ କରାଇଲେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି

August 4, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ

August 4, 2025

ଓଭାଲ ଟେଷ୍ଟରେ ଭାରତର ଚମତ୍କାର ବିଜୟ ପରେ କାହିଁକି କ୍ଷମା ମାଗିଲେ କଂଗ୍ରେସ ସାଂସଦ ଶଶି ଥରୁର?

August 4, 2025

ବାଣପୁର ବ୍ଲକରେ ଯୋଗଦେଲେ ନୂତନ ବିଡ଼ିଓ

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.