Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୀନ୍‌ରେ ଭୂସ୍ଖଳନ : ମୃତ୍ୟୁ ସଂଖ୍ୟା 29କୁ ବୃଦ୍ଧି
ଆଜିର ଖବର

ଚୀନ୍‌ରେ ଭୂସ୍ଖଳନ : ମୃତ୍ୟୁ ସଂଖ୍ୟା 29କୁ ବୃଦ୍ଧି

July 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ରେ ଭୂସ୍ଖଳନ ଘଟି 29 ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହିତ ସମୁଦାୟ 23ଟି ଘର ଭୁଷୁଡି ପଡିଥିବା ବେଳେ ଏହା ମଧ୍ୟରୁ ଗତକାଲି ରାତି ସୁଦ୍ଧା 40 ଜଣଙ୍କୁ ଉଦ୍ଧାର କରାଯାଇଛି । 22 ଜଣ ବ୍ୟକ୍ତି ବର୍ତ୍ତମାନ ସୁଦ୍ଧା ନିଖୋଜ ରହିଥିବା ଜଣାପଡିଛି । ଦକ୍ଷିଣ ପଶ୍ଚିମ ଚୀନ୍‌ର ଚାଇନା ରୋଜ୍‌ ଗ୍ରାମରେ ତିନିଦିନ ଧରି ପ୍ରବଳ ବର୍ଷା ଫଳରେ ଏହି ଘର ଗୁଡିକ ଭୁଷୁଡି ପଡିଛି । ପ୍ରବଳ ବର୍ଷା ଫଳରେ ଚୀନ୍‌ରେ ବନ୍ୟା ପରସ୍ଥିତି ଆଶଙ୍କା ସୃଷ୍ଟି ହୋଇଛି । ଚୀନ୍‌ର ପାର୍ବତ୍ୟାଞ୍ଚଳରେ ବିଗତ ପାଞ୍ଚ ଦିନ ଧରି ପ୍ରବଳ ବର୍ଷା ହୋଇଥିବା ନେଇ ଚୀନ୍‌ ଗଣମାଧ୍ୟମ ପକ୍ଷରୁ ପ୍ରକାଶ କରାଯାଇଛି । ମାଟି ତଳେ ଆହୁରି ଅନେକ ଲୋକ ଚାପି ହୋଇ ରହିଥିବାରୁ ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ପ୍ରକାଶ ପାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.