Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟପାଲ ରେଡ୍ଡୀଙ୍କ ପରଲୋକ
ଆଜିର ଖବର

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟପାଲ ରେଡ୍ଡୀଙ୍କ ପରଲୋକ

July 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏସ୍‌ ଜୟପାଲ ରେଡ୍ଡୀଙ୍କ ପରଲୋକ ହୋଇଛି । ହାଇଦ୍ରାବାଦରେ ରବିବାର ରାତି 1.30 ମିନିଟ୍‌ରେ ଏକ ଘରୋଇ ହସ୍ପିଟାଲରେ 77 ବର୍ଷ ବୟସରେ ରେଡ୍ଡୀଙ୍କର ପରଲୋକ ହୋଇଛି । ଜଣେ ଛାତ୍ର ନେତା ଭାବରେ 1970ରେ କଂଗ୍ରେସରେ ଯୋଗ ଦେଇ ବିଧାୟକ ହୋଇଥିଲେ । ଏହାପରେ ଜନତା ଦଳରେ ଯୋଗ ଦେଇଥିଲେ ରେଡ୍ଡୀ । ଜନତା ଦଳରେ ଯୋଗ ଦେଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ, ପେଟ୍ରୋଲିୟମ ମନ୍ତ୍ରାଳୟ ପରି ବିଭାଗରେ ମନ୍ତ୍ରୀ ରହିଥିଲେ । 2003ରେ ପୁନର୍ବାର କଂଗ୍ରେସରେ ଯୋଗ ଦେଇ ୟୁପିଏ -1 ଏବଂ ୟୁପିଏ-2ରେ ମନ୍ତ୍ରୀ ରହିଥିଲେ । ନିଜ ରାଜନୈତିକ ଜୀବନରେ 5 ଥର ବିଧାୟକ ଏବଂ 4 ଥର ସାଂସଦ ରହିଛନ୍ତି ଜୟପାଲ ରେଡ୍ଡୀ ।

Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026
Latest News

ବଦଳିବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା

April 16, 2026

ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟାକୁ ନେଇ ରାଜନୈତିକ ଅସ୍ଥିରତା: ଉତ୍ତର ବନାମ ଦକ୍ଷିଣ ବିବାଦ

April 15, 2026

ଏଣିକି ନିଜ ଜିଲ୍ଲାରେ ନିଯୁକ୍ତି ମନା

April 15, 2026

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

April 15, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.