Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୪୪ଟି ପ୍ଲଟ୍, ୧.୦୮ କୋଟି ଟଙ୍କା ଜମା, ଆଉ…..
ଆଜିର ଖବର

ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୪୪ଟି ପ୍ଲଟ୍, ୧.୦୮ କୋଟି ଟଙ୍କା ଜମା, ଆଉ…..

August 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ
ଏମଭିଆଇଙ୍କ ଘରେ ଭିଜିଲାନ୍ସ ଚଢାଉ, ବାହାରିଲା ୪୪ଟି ପ୍ଲଟ୍, ୧.୦୮ କୋଟି ଟଙ୍କା ଜମା, ଆଉ.....

The Samikhsya Desk: ଆଜି ଭିଜିଲାନ୍ସ ଜଣେ ଏମଭିଆଇଙ୍କ ଘରେ ଚଢାଉ କରିଛି। ଆଉ ଖୋଳିଛି ତାଙ୍କର ଅମାପ ସଂପତ୍ତିର ତାଲିକା। ସେ ହେଉଛନ୍ତି ବୌଦ୍ଧର ଏମଭିଆଇ ଶ୍ରୀ ଗୋଲାପ ଚନ୍ଦ୍ର ହଂସଦା। ଆୟତ୍ତଠାରୁ ଅଧିକ ସମ୍ପତ୍ତି ଠାବ କରାଯାଇଥିବା ଅଭିଯୋଗରେ, ଓଡିଶା ଭିଜିଲାନ୍ସ ଦ୍ୱାରା ବାରିପଦା, ବୌଦ୍ଧ ଏବଂ ଭୁବନେଶ୍ୱରର 6ଟି ସ୍ଥାନରେ ଏକକାଳୀନ ଘର ତଲାସ କରାଯାଉଛି।

ଏଥିରେ ୪ ଜଣ ଡିଏସ୍ପି, ୭ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସର୍ଚ୍ଚ କରୁଛନ୍ତି। ଏପର୍ଯ୍ୟନ୍ତ ଠାବ ହୋଇଥିବା ସମ୍ପତ୍ତି ମଧ୍ୟରେ ଗୋଟିଏ ବହୁତଳ କୋଠା, ୪୪ଟି ପ୍ଲଟ୍, ପ୍ରାୟ ୨୫୦ ଗ୍ରାମ ସୁନା, ୨.୩୮ ଲକ୍ଷ ଟଙ୍କାରୁ ଅଧିକ ନଗଦ, ୧.୦୮ କୋଟି ଟଙ୍କା ଜମା, ଝିଅର ଡାକ୍ତରୀ ଶିକ୍ଷା ପାଇଁ ଖର୍ଚ୍ଚ ହୋଇଥିବା ୪୦ ଲକ୍ଷ ଟଙ୍କା ଇତ୍ୟାଦି ଥିବାର ଜଣାପଡିଛି। ବର୍ତ୍ତମାନ ସୁଦ୍ଧା ଚଢାଉ ଜାରୀ ରହିଥିବାରୁ ସଂପୂର୍ଣ୍ଣ ତଥ୍ୟ ମିଳିପାରି ନାହିଁ।

VIGILANCE ଏମଭିଆଇ ଭିଜିଲାନ୍ସ ଭିଜିଲାନ୍‌ସ ଚଢ଼ାଉ
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.