Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ଗିରଫ
ଆଜିର ଖବର

ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ଗିରଫ

August 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ମାଧ୍ୟମିକ ଶିକ୍ଷା ପରିଷଦ ଉପସଭାପତି ନିହାର ରଞ୍ଜନ ମହାନ୍ତି ଗିରଫ ହୋଇଛନ୍ତି। ବୋର୍ଡ ଉପସଭାପତିଙ୍କର ଏହି ଘଟଣାରେ ମାଷ୍ଟରମାଇଣ୍ଡ ଜିତନ ମହାରଣା ସହିତ ନିୟମିତ ସଂପର୍କ ରହିଥିଲା। ଶ୍ରୀ ମହାନ୍ତିଙ୍କ ଜ୍ଞାତସାରରେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ସ୍ପଷ୍ଟ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଦୀର୍ଘ ୪ ଦିନ ଧରି ପଚରାଉଚୁରା ପରେ ପାସୱାର୍ଡ କେବଳ ବୋର୍ଡ ଉପସଭାପତିଙ୍କ ପାଖରେ ଥିଲା ବୋଲି କ୍ରାଇମବ୍ରାଞ୍ଚ ଜାଣିବାକୁ ପାଇଛି।

ନିୟମ ଅନୁସାରେ ଫାର୍ମରୁ ଆସିଥିବା ପ୍ରଶ୍ନପତ୍ରର ତଦାରଖ କରିବା ଦାୟିତ୍ବ ଅନ୍ୟ ଜଣଙ୍କୁ ଦିଆଯାଇଥାଏ। ବୋର୍ଡ ଉପସଭାପତି ଓଟିଇଟି ପ୍ରଶ୍ନପତ୍ର ସଂଶୋଧନ କରିବା ପରେ ଫାର୍ମକୁ ପଠାଇଥିଲେ। କିନ୍ତୁ ଏହାକୁ ଲ୍ୟାପଟପ୍ରୁ ଡିଲିଟ କରିନଥିଲେ। ବିଭିନ୍ନ ବିଭାଗକୁ ପରୀକ୍ଷା ପ୍ରଶ୍ନପତ୍ର ଦାୟିତ୍ବ ଦିଆଯାଇଥାଏ। ମାତ୍ର ଶ୍ରୀ ମହାନ୍ତି ନିଜେ ଏହାକୁ ପରିଚାଳନା କରିଥିଲେ। ପରୀକ୍ଷା ଦାୟିତ୍ବରେ ନଥାଇ ମଧ୍ୟ ସେ ସବୁ କାର୍ଯ୍ୟରେ ହସ୍ତକ୍ଷେପ କରୁଥିବା ତଦନ୍ତରୁ ଜଣାପଡ଼ିଛି। ଗତ ୩ ମାସ ମଧ୍ୟରେ ବୋର୍ଡ ଉପସଭାପତି ଜିତନ ମହାରଣା ସହ ୧୦୦ରୁ ଅଧିକ ଥର ଫୋନ୍ରେ କଥା ହୋଇଛନ୍ତି। ତଦନ୍ତ ପରେ ଏହି ସୂଚନା ମିଳିଛି।

ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ଘଟଣାରେ ୭ଜଣ ଗିରଫ ହୋଇଥିଲେ। ଆଜି ଶ୍ରୀ ମହାନ୍ତିଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ଗତ ଜୁଲାଇ ୨୦ ତାରିଖରେ ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ୧୯ ତାରିଖରେ ଭାଇରାଲ ହୋଇଥିଲା।

ଗିରଫ
Share. Facebook Twitter LinkedIn Email WhatsApp Copy Link

Related Posts

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025
Latest News

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.