Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି
ଆଜିର ଖବର

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ବିଶିଷ୍ଟ ଜଗନ୍ନାଥ ଗବେଷକ, ସାହିତ୍ୟିକ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟ ଶାସନ ସଚିବ ସୁବାଷ ପାଣି ଆଉ ଇହଜଗତରେ ନାହାନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।

ତାଙ୍କ ମୃତ୍ୟୁ ଖବର ପ୍ରଚାର ହେବା ମାତ୍ରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ପ୍ରଶାସକ ତାଙ୍କୁ ଶେଷ ଦର୍ଶନ କରିବା ସହ ସାବଧାରରେ ପୁଷ୍ପାର୍ଘ୍ୟ ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ପ୍ରଭାତୀ ପରିଡା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।

ଭୁବନେଶ୍ୱର ସତ୍ୟନଗର ସ୍ମଶାନରେ ତାଙ୍କର ଶେଷ କୃତ୍ୟ ସମ୍ପନ୍ନ ହୋଇଛି।

ପୂର୍ବତନ ମୁଖ୍ୟ ଶାସନ ସଚିବ ସାହିତ୍ୟିକ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.