Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି
ଆଜିର ଖବର

ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣାରେ ଆସନ୍ତା ଗୁରୁବାର ଦିନ ପୁରୀ ଜିଲ୍ଲାରେ ହରତାଳ କରିବ ବିଜେଡି

August 5, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ବଳଙ୍ଗା ଛାତ୍ରୀ ମୃତ୍ୟୁ ଘଟଣା ନେଇ ସରକାରଙ୍କୁ ଘେରିବ ବିଜେଡି। ଏ ନେଇ ପୁରୀ ଜିଲ୍ଲା ବିଜେଡି ତରଫରୁ ଛଅ ଘଣ୍ଟିଆ ହରତାଳ ଡାକରା ଦେଇଛି। ସେଦିନ ପୁରା ପୁରୀ ଜିଲ୍ଲାରେ ଏହି ହରତାଳ ପାଳନ କରାଯିବ ବୋଲି ପୁରୀରେ ସାମ୍ବାଦିକ ସମ୍ମିଳନୀ କରି ଏହି ଘୋଷଣା କରିଛି ବିଜେଡି। ରାଜ୍ୟ ସରକାର ପିଡିତାକୁ ଠିକ ନ୍ୟାୟ ଦେଇପାରି ନ ଥିବାରୁ ଏହି ହରତାଳ ପାଳନ କରାଯିବ।

ବିଜେଡିର ଅଭିଯୋଗ ଯେ, ରାଜ୍ୟ ସରକାର ପୋଲିସ ଏବଂ ପିଡିତାଙ୍କ ପରିବାର ଉପରେ ଚାପ ପ୍ରୟୋଗ କରୁଛନ୍ତି। ହସପିଟାଲରେ ପିଡିତା ବିଭିନ୍ନ ସମୟରେ ତାହାର ବୟନା ବଦଳାଇଥିଲା। ଏହା କେବଳ ସରକାରୀ ଚାପରେ କରାଯାଇଛି। ସେହିପରି ପିଡିତାଙ୍କ ପରିବାର ବର୍ଗଙ୍କ ଉପରେ ଚାପ ପକାଇ ତାଙ୍କର ବୟାନ ମଧ୍ୟ ପରିବର୍ତ୍ତନ କରିବାରେ ଲାଗିଛନ୍ତି। ଏହି ନିନ୍ଦନୀୟ ଘଟଣା ବୋଲି ବିଜେଡି କହିଛି। ସେଥିପାଇଁ ପିଡିତାକୁ ନ୍ୟାୟ ପ୍ରଦାନ ନ କରିବା ପର୍ଯ୍ୟନ୍ତ ବିଜେଡି ଆନ୍ଦୋଳନ ଜାରୀ ରଖିବ ବୋଲି ଦଳ କହିଛି।

ଏହି ସାମ୍ବାଦିକ ସମ୍ମିଳନୀରେ ପୁରୀ ଜିଲ୍ଲାସଭାପତି ଉମାକାନ୍ତ ସାମନ୍ତରାୟ, ବିଧାୟକ ତୁଷାରକାନ୍ତି ବେହେରା, ବିଧାୟକ ସୁନୀଲ ମହାନ୍ତି, ପୂର୍ବତନ ବିଧାୟକ ରୁଦ୍ରପ୍ରସାଦ ମହାରାଥୀ ପ୍ରମୁଖ ଯୋଗ ଦେଇଥିଲେ।

BJD ବଳଙ୍ଗା ପିଡିତା
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.