Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଆଜି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ: ୭ଟି ସ୍ଥାନରେ ଚାଲିଛି ଚଢାଉ
ଆଜିର ଖବର

ପୁଣି ଆଜି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ: ୭ଟି ସ୍ଥାନରେ ଚାଲିଛି ଚଢାଉ

August 6, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୁଣି ଆଜି ଆଉ ଜଣେ ସରକାରୀ ବାବୁ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସମ୍ୱଲପୁର ସ୍ଥିତ ଷ୍ଟେଟ୍ ଡ୍ରଗସ ଟେଷ୍ଟିଂ ଲ୍ୟାବର ପ୍ରିନ୍ସିପାଲ ସାଇଣ୍ଟିଫିକ୍ ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଟିମ ଚଢାଉ କରିଛି। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବର, ସମ୍ବଲପୁର ଓ ବ୍ରହ୍ମପୁରର ୭ଟି ସ୍ଥାନରେ ଏକା ସମୟରେ ଚଢାଉ ଚାଲିଛି। ଏହି ଚଢାଉରେ ୪ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର ଓ ୪ ଜଣ ଏଏସଆଇ ସାମିଲ ଅଛନ୍ତି।

ନିମ୍ନଲିଖିତ ସ୍ଥାନରେ ଚଢାଉ ଚାଲିଛି:

– ଭୁବନେଶ୍ବରର ନୟାପଲ୍ଲୀ ସ୍ଥିତ ବେହେରା ସାହି ସ୍ଥିତ ମେଟ୍ରୋସିଟିରେ ଥିବା ୨ଟି ଫ୍ଲାଟ
– ଭୁବନେଶ୍ବର ଏସପ୍ଲାନେଡ୍ ମଲରେ ଥିବା ସ୍ଥାନ
– ଭୁବନେଶ୍ବର ବଳଭଦ୍ରପୁରରେ ଥିବା ପ୍ରେଷ୍ଟିଜ ଆପାର୍ଟମେଣ୍ଟର ଫ୍ଲାଟ
– ସମ୍ବଲପୁର ବରେଇପାଲ୍ଲୀରେ ଥିବା ଭଡ଼ାଘର
– ବ୍ରହ୍ମପୁର ଚର୍ଚ୍ଚ ରୋଡରେ ଥିବା ପୈତୃକ ଘର
– ସମ୍ବଲପୁରରେ ଥିବା ତାଙ୍କ ଅଫିସ ଚାମ୍ବର।

ତେବେ କେତେ ପରିମାଣର ଆୟ ବହିର୍ଭୂତ ସଂପତ୍ତି ଠାବ ହେଲାଣି ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ।

Odisha VIGILANCE
Share. Facebook Twitter LinkedIn Email WhatsApp Copy Link

Related Posts

Samruddha Odisha Conclave: ୟୁସିସିଆଇଏଲ କନ୍‌କ୍ଲେଭ୍‌କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

November 25, 2025

ଓଡିଶା ଆସିବେ ରାଷ୍ଟ୍ରପତି, ବିଧାନସଭାରେ ରଖିବେ ଅଭିଭାଷଣ, ସୁରକ୍ଷା ବ୍ୟବସ୍ଥା କଡାକଡି

November 25, 2025

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

Utkalika Handloom: ଭୁବନେଶ୍ଵର ବିମାନ ବନ୍ଦର ଖୋଲିଲା ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” 

November 25, 2025
Latest News

Samruddha Odisha Conclave: ୟୁସିସିଆଇଏଲ କନ୍‌କ୍ଲେଭ୍‌କୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

November 25, 2025

Ethiopia Volcano Impact: ଜ୍ୱାଳାମୁଖୀ ବିସ୍ଫୋରଣ ପରେ ପ୍ରଭାବିତ ହେଲା ବିମାନ ସେବା

November 25, 2025

ଓଡିଶା ଆସିବେ ରାଷ୍ଟ୍ରପତି, ବିଧାନସଭାରେ ରଖିବେ ଅଭିଭାଷଣ, ସୁରକ୍ଷା ବ୍ୟବସ୍ଥା କଡାକଡି

November 25, 2025

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

Utkalika Handloom: ଭୁବନେଶ୍ଵର ବିମାନ ବନ୍ଦର ଖୋଲିଲା ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” 

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.