Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»7 ତାମିଲନାଡୁ ନାବିକ ଶ୍ରୀଲଙ୍କାରେ ଗିରଫ
ଆଜିର ଖବର

7 ତାମିଲନାଡୁ ନାବିକ ଶ୍ରୀଲଙ୍କାରେ ଗିରଫ

July 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଶ୍ରୀଲଙ୍କା ଜଳସୀମା ମଧ୍ୟରେ ବେଆଇନ ଭାବରେ ପ୍ରବେଶ କରିଥିବା 7 ଜଣ ତାମିଲ ନାବିକଙ୍କୁ ଗିରଫ କରାଯାଇଛି । ମେରି ଟାଇମ୍‌ ଜଳସୀମା ଅତିକ୍ରମ କରିବା ନେଇ ଏହି ନାବିକ ମାନଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ନେଦୁନ୍‌ଥିଭୁରେ ଅବସ୍ଥାପିତ ଶ୍ରୀଲଙ୍କା ନୌସେନା ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ ରବିବାର ସକାଳୁ ଏକହି ନାବିକ ମାନଙ୍କୁ ଗିରଫ କରାଯାଇଛି । ପବନ ଏବଂ ଅଶାନ୍ତ ସମୁଦ୍ର ଯୋଗୁଁ ଶ୍ରୀଲଙ୍କା ସୀମାରେ ଭୁଲ୍‌ରେ ପ୍ରବେଶ କରିଥିବା ନେଇ ନାବିକ ମାନେ କହିଥିଲେ ମଧ୍ୟ ତୁରନ୍ତ ଶ୍ରୀଲଙ୍କା ନୌସେନା ପକ୍ଷରୁ ତୁରନ୍ତ ଗିରଫ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.