Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ଆଉ ଏକ ବଡ ପଦକ୍ଷେପ: ଖୁବ୍‌ଶୀଘ୍ର ପୂରଣ ହେବ ପ୍ରାୟ ୨୩ ହଜାର ପଦବୀ
ଆଜିର ଖବର

ରାଜ୍ୟ ସରକାରଙ୍କ ଆଉ ଏକ ବଡ ପଦକ୍ଷେପ: ଖୁବ୍‌ଶୀଘ୍ର ପୂରଣ ହେବ ପ୍ରାୟ ୨୩ ହଜାର ପଦବୀ

August 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାର ଆଉ ଏକ ବଡ ପଦକ୍ଷେପ ନେଇଛନ୍ତି। ସରକାରୀ ବିଭାଗରେ ଖାଲି ଥିବା ପଦବୀଗୁଡିକ ପୂରଣ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।

ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ଓଡ଼ିଶାରେ ଖୁବ୍‌ଶୀଘ୍ର ୨୨ ହଜାର ୮୯୬ ପଦବୀ ପୂରଣ କରାଯିବ। ୧୦ଟି ବିଭାଗର ଗ୍ରୁପ୍‌ ସି ପଦବୀ ପୂରଣ ପାଇଁ ନିଷ୍ପତ୍ତି ନିଆଯାଇଛି। ଅଗଷ୍ଟ ୩୧ ତାରିଖ ସୁଦ୍ଧା ନିଯୁକ୍ତି ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସର୍ବାଧିକ ୮ହଜାର ୩୫୮ ପଦବୀ । ପଞ୍ଚାୟତିରାଜ ବିଭାଗର ୪ ହଜାର ୪୨ ପଦବୀ। ଏନେଇ ମୁଖ୍ୟ ଶାସନ ସଚିବ ସବୁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।

ପଞ୍ଚାୟତିରାଜ ବିଭାଗ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସରକାରୀ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

October 21, 2025

ଜଗଦୀସନଙ୍କ ୨୭୭ ରନର ବିସ୍ଫୋରକ ଇନିଂସ: ରୋହିତ ଶର୍ମାଙ୍କ ରେକର୍ଡ ଭାଙ୍ଗି ରଚିଲେ ଇତିହାସ

October 21, 2025

ଭଦ୍ରକ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରେ ଆରମ୍ଭ ହେଲା ୭ ଦିନିଆ କାଳୀପୂଜା

October 21, 2025

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

October 21, 2025
Latest News

କର୍ମକ୍ଷେତ୍ରରେ ଶହୀଦ ହୋଇଥିବା ବୀରମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ

October 21, 2025

ବିହାର ନିର୍ବାଚନ: ୨୩ କୋଟିର ମଦ ସମେତ ନଗଦ ୬୪ କୋଟି ଜବତ, ୭୫୩ ଗିରଫ

October 21, 2025

ଜଗଦୀସନଙ୍କ ୨୭୭ ରନର ବିସ୍ଫୋରକ ଇନିଂସ: ରୋହିତ ଶର୍ମାଙ୍କ ରେକର୍ଡ ଭାଙ୍ଗି ରଚିଲେ ଇତିହାସ

October 21, 2025

ଭଦ୍ରକ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା ଭଦ୍ରକାଳୀଙ୍କ ପୀଠରେ ଆରମ୍ଭ ହେଲା ୭ ଦିନିଆ କାଳୀପୂଜା

October 21, 2025

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା: ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

October 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.