Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରୁକ୍‌ଲିନ୍‌ ପାର୍କରେ ଗୁଳିକାଣ୍ଡ : 1 ମୃତ, 11 ଆହତ
ଆଜିର ଖବର

ବ୍ରୁକ୍‌ଲିନ୍‌ ପାର୍କରେ ଗୁଳିକାଣ୍ଡ : 1 ମୃତ, 11 ଆହତ

July 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
shootout on virginia beach
shootout on virginia beach

ବ୍ରୁକ୍‌ଲିନ୍‌ର ଏକ ପାର୍କରେ ଗୁଳିକାଣ୍ଡ ଘଟିଛି । ଏହି ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 11 ଜଣ ଆହତ ହୋଇଛନ୍ତି । ଶନିବାର ବିଳମ୍ବିତ ରାତିରେ ପାର୍କରେ ଏହି ଗୁଳିକାଣ୍ଡ ଘଟିଥିଲା । ଉତ୍ତର ବ୍ରୁକ୍‌ଲିନ୍‌ର ଏକ ପାର୍କରେ ଏହି ଗୁଳିକାଣ୍ଡ ରବିବାର ରାତି 3.30ରେ ସଙ୍ଗଠିତ ହୋଇଥିଲା । ଜଣେ 38 ବର୍ଷୀୟ ବ୍ୟକ୍ତି ଏହି ଗୁଳିକାଣ୍ଡରେ ପ୍ରାଣ ହରାଇଥିଲେ । ଅନ୍ୟ 11 ଜଣ ଆହତ ହୋଇଥିବା ବେଳେ 4 ଜଣଙ୍କ ଅବସ୍ଥା ଗୁରୁତର ରହିଛି । ବ୍ରୁକ୍‌ଲିନ୍‌ ମେୟର ବିଲ୍‌ ଡେ ବ୍ଲାସିଓ ଟ୍ବିଟ୍‌ କରି ଏହି ଘଟଣା ସମ୍ପର୍କରେ ଦୁଃଖ ପ୍ରକାଶ କରିଛନ୍ତି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ । ଆହତ ମାନଙ୍କୁ ନ୍ୟୁୟର୍କ ସିଟି ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଜାମ୍ମୁ କାଶ୍ମୀର ପରେ ଲେହରେ ପହଞ୍ଚିଲେ ସର୍ଜିଓ ଗୋର୍: ଉଚ୍ଚସ୍ତରୀୟ ବୈଠକରେ ହେବେ ସାମିଲ

August 20, 2026

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026
Latest News

ଜାମ୍ମୁ କାଶ୍ମୀର ପରେ ଲେହରେ ପହଞ୍ଚିଲେ ସର୍ଜିଓ ଗୋର୍: ଉଚ୍ଚସ୍ତରୀୟ ବୈଠକରେ ହେବେ ସାମିଲ

August 20, 2026

ଶିଖ ବିରୋଧୀ ଦଙ୍ଗାରେ ଦୋଷୀ ସାବ୍ୟସ୍ତ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କ ପରଲୋକ

August 20, 2026

‘କଂଗ୍ରେସ ଦେଶ ବିରୋଧୀ ନିଷ୍ପତ୍ତି ନେଇଛି’: ‘ବନ୍ଦେ ମାତରମ୍’ ଉପରେ ଅମିତ ଶାହଙ୍କ ବଡ଼ ଆକ୍ରମଣ

August 20, 2026

ପରାଜୟ ମଧ୍ୟରେ ଏହି ନିର୍ବାଚନରେ ​​ଟିଏମସି ର ବଡ଼ ବିଜୟ: କେତେ ଆସନ ଜିତିଲା ବିଜେପି?

August 20, 2026

ପୁଣି ଥରେ ନିଷେଧାଦେଶ ବଢାଇଲା ପାକିସ୍ତାନ: ଭାରତୀୟ ବିମାନ ପାଇଁ ବନ୍ଦ ରହିବ ଆକାଶ ମାର୍ଗ

August 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.