Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟର ପ୍ରଭାବ: ଅରେଞ୍ଜ ୱାର୍ଣ୍ଣିଂ ଜାରି
ଆଜିର ଖବର

ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟର ପ୍ରଭାବ: ଅରେଞ୍ଜ ୱାର୍ଣ୍ଣିଂ ଜାରି

August 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Weather updates

ଭୁବନେଶ୍ଵର: ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟର ପ୍ରଭାବ ରହିଛି। ଏଥିସହ ମୌସୁମୀ ପ୍ରବାହ ଅଳ୍ପ କିଛି ଅଂଶରେ ସକ୍ରିୟ ରହିଥିବାରୁ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ବିଶେଷକରି ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ଅଳ୍ପକିଛି ଅଞ୍ଚଳରେ ବଡ ଧରଣର ବର୍ଷା ହୋଇଯାଇଛି। ଏଥିସହ ରାଜ୍ୟର ଅନ୍ୟ କେତେକ ଅଞ୍ଚଳରେ ମଧ୍ୟ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।

ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଓ ଭିନ୍ନ ଭିନ୍ନ ସମୟରେ ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ସେସବୁ ସ୍ଥାନରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ୱର ପାଣିପାଗ କାର୍ଯ୍ୟଳୟ ପକ୍ଷରୁ ପ୍ରକାଶ।

ଘୂର୍ଣ୍ଣିବଳୟ ନବରଙ୍ଗପୁର ବଙ୍ଗୋପସାଗର ବୌଦ୍ଧ
Share. Facebook Twitter LinkedIn Email WhatsApp Copy Link

Related Posts

ଘିଡିଘିଡି ନାଦରେ ଗଡିଲା ରଥ,ଘଣ୍ଟାଏ ବିଳମ୍ବରେ ଆରମ୍ଭ ହେଲା ରଥଟଣା, ବର୍ଷା ସତ୍ବେ ବଡଦାଣ୍ଡ ଲୋକାରଣ୍ୟ

July 16, 2026

ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଟି ସ୍କୁଲରେ JEE ଏବଂ NEET ପାଇଁ ମାଗଣା କୋଚିଂ

July 16, 2026

ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଖେଳୁନାହାନ୍ତି କେଏଲ ରାହୁଲ: ଜାଣନ୍ତୁ କାରଣ

July 16, 2026

ଦ୍ୱିତୀୟ ଦିନିକିଆ ପୂର୍ବରୁ ଭାରତୀୟ ବୋଲରଙ୍କୁ କଠୋର ଦଣ୍ଡ: କାର୍ଯ୍ୟାନୁଷ୍ଠାନ ନେଲା ICC

July 16, 2026
Latest News

ଘିଡିଘିଡି ନାଦରେ ଗଡିଲା ରଥ,ଘଣ୍ଟାଏ ବିଳମ୍ବରେ ଆରମ୍ଭ ହେଲା ରଥଟଣା, ବର୍ଷା ସତ୍ବେ ବଡଦାଣ୍ଡ ଲୋକାରଣ୍ୟ

July 16, 2026

ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୧୦ ଟି ସ୍କୁଲରେ JEE ଏବଂ NEET ପାଇଁ ମାଗଣା କୋଚିଂ

July 16, 2026

ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଖେଳୁନାହାନ୍ତି କେଏଲ ରାହୁଲ: ଜାଣନ୍ତୁ କାରଣ

July 16, 2026

ମମତା ବାନାର୍ଜୀଙ୍କ ପାଇଁ ଝଟକା ପରେ ଝଟକା!: ମଦନ ମିତ୍ରଙ୍କ ପରେ ଏବେ ଇସ୍ତଫା ଦେଲେ କୋଏଲ ମଲିକ

July 16, 2026

ଦ୍ୱିତୀୟ ଦିନିକିଆ ପୂର୍ବରୁ ଭାରତୀୟ ବୋଲରଙ୍କୁ କଠୋର ଦଣ୍ଡ: କାର୍ଯ୍ୟାନୁଷ୍ଠାନ ନେଲା ICC

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.