Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ନାହିଁ ବୋଲି କହିଲେ ପୂର୍ବତନ ସାଂସଦ
ଆଜିର ଖବର

ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ନାହିଁ ବୋଲି କହିଲେ ପୂର୍ବତନ ସାଂସଦ

August 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପରାଷ୍ଟ୍ରପତି ନିର୍ବାଚନ
ବିଜେଡି ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀଙ୍କୁ ସମର୍ଥନ ଦେବ ନାହିଁ ବୋଲି କହିଲେ ପୂର୍ବତନ ସାଂସଦ

ଭୁବନେଶ୍ବର: ବିଜେଡି କେବେ ବି ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ କରିବ ନାହିଁ। ଏହିପରି ଏକ ଘୋଷଣା କରିଛନ୍ତି ବିଜେଡି ନେତା ତଥା ପୂର୍ବତନ ସାଂସଦ ମହେଶ ସାହୁ। ଆଜି ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ ସେ କହିଛନ୍ତି ଯେ, ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏକୁ ବିଜେଡି ସମର୍ଥନ କରିବ ନାହିଁ। ରାଷ୍ଟ୍ରପତି ନିର୍ବାଚନରେ ଓଡିଶାରୁ ଦ୍ରୌପଦୀ ମୁର୍ମୁ ପ୍ରାର୍ଥୀ ହୋଇଥିବାରୁ ତାଙ୍କୁ ସମର୍ଥନ କରିଥିଲୁ। ହେଲେ ବର୍ତ୍ତମାନ ସେହି ପରିସ୍ଥିତି ନାହିଁ।

ସେ ଆହୁରି କହିଛନ୍ତି ଯେ, ୱାକଫ ବିଲ ଉପରେ ଦଳର ନିଷ୍ପତି କଣ ଥିଲା ତାହା ବର୍ତ୍ତମାନ ଆଲୋଚ୍ୟର ବିଷୟ ନୁହେଁ। ହେଲେ ଉପରାଷ୍ଟ୍ରପତି ନିର୍ବାଚନ ଭିନ୍ନ କଥା। ଏଥିରେ ଦଳ ଆଉ ସମର୍ଥନ କରିବ ନାହିଁବୋଲି ସେ ରୋକଠକ କହିଛନ୍ତି। ତେବେ ଏହି ବିଜେଡି ଦଳର ନିଷ୍ପତି ନା ଆପଣଙ୍କ ନିଷ୍ପତି ସେ ନେଇ ମହେଶ କିଛି କହି ନ ଥିଲେ। ତେବେ ତାଙ୍କ କଥା ଅନୁସାରେ ବିଜେଡି ପ୍ରକୃତରେ ବିରୋଧ କରିବ କି ସମର୍ଥନ କରିବ ସେ ନେଇ ସ୍ପଷ୍ଟତା ଆସିପାରି ନାହିଁ।

ଉପରାଷ୍ଟ୍ରପତି ନିର୍ବାଚନ ବିଜେଡି ମହେଶ ସାହୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025

ପଞ୍ଚମ ରଥସେବା ସମ୍ମାନ ଅନୁଷ୍ଠିତ

August 18, 2025

୧୧,୦୦୦ କୋଟିର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

August 18, 2025

ଆଜି ସୋମବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର, ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2025
Latest News

ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ରାଜ୍ୟସ୍ତରୀୟ ସ୍ମୃତି ଉତ୍ସବ ଅନୁଷ୍ଠିତ

August 18, 2025

ପଞ୍ଚମ ରଥସେବା ସମ୍ମାନ ଅନୁଷ୍ଠିତ

August 18, 2025

୧୧,୦୦୦ କୋଟିର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

August 18, 2025

ଆଜି ସୋମବାରରେ କଣ ରହିବ ଆପଣଙ୍କର ଭାଗ୍ୟଚକ୍ର, ଜାଣନ୍ତୁ ଅଗଷ୍ଟ ୧୮ ତାରିଖର ରାଶିଫଳ

August 18, 2025

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.