Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଆଜିର ଖବର

ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

August 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳି
ଚିଲିକା ନିର୍ବାଚନ ମଣ୍ଡଳି ଗସ୍ତରେ ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କାର୍ଯ୍ୟକ୍ରମ

ବାଲୁଗାଁ: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଚିଲିକା ଗସ୍ତରେ ଆସୁଛନ୍ତି। ଗତ ଦୁଇ ଦିନ ହେଲା ସେ ଗଞ୍ଜାମ ଜିଲ୍ଲା ଗସ୍ତରେ ଥିବାବେଳେ ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନମଣ୍ଡଳି ଗସ୍ତ କରି ରାତିରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ଅଛି। ଆଜି ଅପରାହ୍ନ 1.30 ରେ ସେ ବଡ଼କୁଳ ସ୍ଥିତ ପାନ୍ଥନିବାସ ରେ ପହଞ୍ଚିବେ। ସେଠାରେ କିଛି ସମୟ ରହି ମଧ୍ୟାହ୍ନ ଭୋଜନ କରି ଅପରାହ୍ନ 2.45 ରେ ବଡ଼କୁଳ ପାନ୍ଥନିବାସ ରୁ ସିଧା ବାଣପୁର ମା’ ଭଗବତୀ ମନ୍ଦିର ଯିବେ।

ଅପରାହ୍ନ 3 ଟାରେ ମା’ ଭଗବତୀ ମନ୍ଦିର ପହଞ୍ଚି ସେଠାରେ ମା ‘ ଙ୍କ ପୂଜାର୍ଚନା କରିବେ। ମା’ ଭଗବତୀ ମନ୍ଦିରରେ ଦୀର୍ଘ ଅଧେ ଘଣ୍ଟା ଅତିବାହିତ କରି ଅପରାହ୍ନ 3.30 ରେ ବାଣପୁରରୁ ଭୂଷଣ୍ଡପୁର ମା’ ଉଗ୍ରତାରା ମନ୍ଦିର ଅଭିମୁଖେ ବାହାରି ସେଠାରେ ପୂଜାର୍ଚନା କରି ରାତିରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଥିବା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟାଳୟରୁ ପ୍ରକାଶ।

କେନ୍ଦ୍ରମନ୍ତ୍ରୀଙ୍କ ଚିଲିକା ଗସ୍ତ ସମୟରେ ସ୍ଥାନୀୟ ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଉପସ୍ଥିତ ରହିବେ ବୋଲି ଜଣାପଡିଛି। ତେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୋଲିସ ସୁରକ୍ଷା ବ୍ୟବସ୍ଥା କଡ଼ାକଡି ହୋଇଥିବା ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗସ୍ତକୁ ନେଇ ଚିଲିକା ବିଜେପି କର୍ମୀ ବେଶ ଉତ୍ସାହିତ ହୋଇପଡିଥିବା ବେଳେ ତାଙ୍କୁ ସ୍ୱାଗତ କରିବାପାଇଁ ଦଳୀୟ କର୍ମୀ ବିଭିନ୍ନ ପ୍ରସ୍ତୁତି ଆରମ୍ଭ କରିଦେଇଥିବା ଜଣାପଡିଛି।

ପଢନ୍ତୁ- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୬ତମ ସମାବର୍ତ୍ତନ ଉତ୍ସବରେ ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ

ପଢନ୍ତୁ- ବ୍ରହ୍ମପୁରରେ ‘ତ୍ରିରଙ୍ଗା ଯାତ୍ରା’ରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

ଚିଲିକା ନିର୍ବାଚନ ମଣ୍ଡଳି ଚିଲିକାରେ ଧର୍ମେନ୍ଦ୍ର ଚିଲିକାରେ ଧର୍ମେନ୍ଦ୍ର ପ୍ରଧାନ ଧର୍ମେନ୍ଦ୍ର ପ୍ରଧାନ ପୃଥୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ, ଆଦୌ କରନ୍ତୁ ନାହିଁ ଅଣଦେଖା

September 9, 2025

ଲିକ୍ ହେଲା ଏସିଆ କପ୍ ପାଇଁ ଭାରତର ପ୍ଲେଇଂ-୧୧: ଜାଣନ୍ତୁ କାହାକୁ ମିଳିବ ସୁଯୋଗ

September 9, 2025

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025
Latest News

କିଡନୀ ଖରାପ ହେଲେ ଦେଖାଯାଏ ଏହି ଲକ୍ଷଣ, ଆଦୌ କରନ୍ତୁ ନାହିଁ ଅଣଦେଖା

September 9, 2025

ଲିକ୍ ହେଲା ଏସିଆ କପ୍ ପାଇଁ ଭାରତର ପ୍ଲେଇଂ-୧୧: ଜାଣନ୍ତୁ କାହାକୁ ମିଳିବ ସୁଯୋଗ

September 9, 2025

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.