Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକରେ ଆଜି ସନ୍ଧ୍ୟା ୬.୩୦ରେ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’
ଆଜିର ଖବର

ଜୀ ସାର୍ଥକରେ ଆଜି ସନ୍ଧ୍ୟା ୬.୩୦ରେ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’

August 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡ଼ିଶାର ଘରେ ଘରେ ପରିଚିତ ରାଜ୍ୟର ଲୋକପ୍ରିୟ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକର ଗୋଟିଏ ପରେ ଗୋଟିଏ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ ଦର୍ଶକଙ୍କ ମନ ଜିତିଛି। ସେହିପରି ଆଜି ସନ୍ଧ୍ୟା ୬.୩୦ରୁ ପ୍ରସାରିତ ହେବ ଓଡ଼ିଆ ଫିଲ୍ମ ‘ପାରି କରିବେ ଭୋଳାଶଙ୍କର ୪’। ଏହା ପୂର୍ବରୁ ଏହି ଫିଲ୍ମର ବିଗତ ୩ ଟି ସିକୱେଲକୁ ଆପଣମାନେ ବହୁତ ଭଲ ପାଇବା ଦେଇଥିଲେ। ‘ପାରି କରିବେ ଭୋଳାଶଙ୍କର ୪’ ରେ ସୁଜିତ ଆଉ ଅନନ୍ୟା ମୁଖ୍ୟ ଚରିତ୍ରରେ ନଜର ଆସିବେ। ବୈଦନାଥ ସଂଗୀତ ନିର୍ଦ୍ଦେଶନା ଦେଇ ଥିବା ବେଳେ ଗୀତ ଗୁଡିକୁ ଗାଇଛନ୍ତି ଶଶାଙ୍କ, ବିଷ୍ଣୁ ମୋହନ, ଅର୍ପିତା, କୁନମୁନ ଓ ସଂଗ୍ରାମ।

ଶ୍ରାବଣ ମାସର ଶେଷ ସୋମବାରରେ, ରୁଦ୍ରପୁରରେ ଏକ ଭବିଷ୍ୟବାଣୀ ଅନୁଯାୟୀ, ଦୁଇଟି ଦିବ୍ୟ ସନ୍ତାନ ଜନ୍ମ ନିଅନ୍ତି। ସେମାନଙ୍କୁ ସୁରକ୍ଷା ଦେବା ପାଇଁ ଦୁଇ ଜଣଙ୍କୁ ଅଲଗା କରାଯାଏ, ପୁଅକୁ ଜଣେ ପୁରୋହିତ ପାଳନ କରନ୍ତି ଓ ଝିଅଟିକୁ ଜଣେ ଡାକ୍ତର ପାଳନ କରନ୍ତି। ଏହା ମଧ୍ୟରେ ୨୫ ବର୍ଷ ଅତିକ୍ରମ କରେ, ପୁଅ ଶଙ୍କର ଜଣେ ନିର୍ଭୀକ ରକ୍ଷକ ଓ ଝିଅ ପଲ୍ଲବୀ ସହରର ଜଣେ ଡାକ୍ତର।

ସମୟକ୍ରମେ ଶଙ୍କରର ହଠାତ ମୃତ୍ୟୁ ହୁଏ ହେଲେ ହସ୍ପିଟାଲରେ ପଲ୍ଲବୀଙ୍କ ସ୍ପର୍ଶରେ ସେ ଚମତ୍କାର ଭାବରେ ପୁନର୍ଜୀବିତ। ଏହି ସମୟରେ ଜଣେ ବୃଦ୍ଧା ମହିଳା ପ୍ରକାଶ କରନ୍ତି ଯେ ସେମାନେ ଭୋଳାଶଙ୍କର ଏବଂ ଭୈରବୀଙ୍କ ପୁନର୍ଜନ୍ମ – ପୂର୍ବ ଜନ୍ମରେ ଦୁଷ୍ଟ ଅଧିରାଜ ଦ୍ୱାରା ବିଶ୍ୱାସଘାତକତା ଏବଂ ହତ୍ୟା କରାଯାଇଥିବା ଦୁଇଟି ଦିବ୍ୟ ଆତ୍ମା।

ସେପଟେ ଅଧିରାଜ ଲାଗିପଡନ୍ତି ରୁଦ୍ରପୁରରେ ଅଶାନ୍ତି ଆଣି ନିଜ ବିନାଶର ଭବିଷ୍ୟବାଣୀକୁ ରୋକିବାକୁ ହେଲେ ସେ କଣ ନିଜକୁ ରକ୍ଷା କରିପାରିବେ ? ଶଙ୍କର ଓ ପଲ୍ଲବୀ ପରସ୍ପରକୁ ଜାଣିପାରିବେ ତ? ନିଜ ପରିବାରକୁ ନ୍ୟାୟ ଦେବେ ତ? ରୁଦ୍ରପୁରରେ ଶାନ୍ତି ଫେରାଇ ଆଣି ପାରିବେ ତ? ଏମିତି ବହୁ ପ୍ରଶ୍ନର ଉତ୍ତର ମିଳିବ ଫିଲ୍ମର ଶେଷରେ।

ଜୀ ସାର୍ଥକ ସବୁବେଳେ ଓଡିଆ ଦର୍ଶକଙ୍କ ପର୍ବ ସମୂହକୁ ଧ୍ୟାନରେ ରଖି ମନଛୁଆଁ ଫିଲ୍ମ ଆଣିଥାଏ । ନୂଆ ଓ ଭିନ୍ନ କାହାଣୀ ସହିତ ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହୋଇଛି ଜୀ ସାର୍ଥକ । ଏହି ଫିଲ୍ମ ମଧ୍ୟ ଦର୍ଶକଙ୍କ ମନ ଜିତିବ ବୋଲି କହିଛନ୍ତି ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ପ୍ରତୀକ ସିଲ୍।

ପାରି କରିବେ ଭୋଳାଶଙ୍କର ୪'
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Latest News

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.