Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫: ଏମ୍ସ ଭୁବନେଶ୍ବର ଚମ୍ପିଆନ
ଆଜିର ଖବର

କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫: ଏମ୍ସ ଭୁବନେଶ୍ବର ଚମ୍ପିଆନ

August 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦୈନିକ ଇଂରାଜୀ ଖବର କାଗଜ ଓଡିଶା ପୋଷ୍ଟ ପକ୍ଷରୁ ଭୁବନେଶ୍ବରରେ କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫ ସପ୍ତମ ସଂସ୍କରଣର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଜୁନିୟର ବର୍ଗରେ ଭୁବନେଶ୍ବର ୟୁନିଟ୍-୮ ଡିଏଭି ପବ୍ଳିକ୍ ସ୍କୁଲ ଏବଂ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ବର ଚମ୍ପିଆନ ହୋଇଛନ୍ତି। ଡିଏଭି ପବ୍ଲିକ୍ ସ୍କୁଲ, ୟୁନିଟ୍-୮ କ୍ରମାଗତ ଦ୍ବିତୀୟ ଥର ଏବଂ ଏମ୍ସ ଭୁବନେଶ୍ବର କ୍ରମାଗତ ତୃତୀୟ ଥର ପ୍ରଥମ ହୋଇଛନ୍ତି।

ଆଇଆଇଟି ଖଡଗପୁର ପ୍ରଥମ ରନର୍ସଅପ୍ ଏବଂ ଆଇଆଇଏମ୍ କୋଲକାତା ଦ୍ବିତୀୟ ରନର୍ସଅପ୍ ହୋଇଛନ୍ତି। ଜୁନିୟର ବର୍ଗରେ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପ୍ରଥମ ରନର୍ସଅପ୍ ଏବଂ ଲୟିଲା ଟିମ୍ ଦ୍ବିତୀୟ ରନର୍ସଅପ୍ ହୋଇଛନ୍ତି। କାର୍ଯ୍ୟକ୍ରମରେ ଧରିତ୍ରୀ ଏବଂ ଓଡିଶା ପୋଷ୍ଟର ସଂପାଦକ ତଥାଗତ ଶତପଥୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ଶତପଥୀ ଯୋଗଦେଇଥିବା ବେଳେ କୁଇଜ ମାଷ୍ଟର ଅଜୟ ପୁନିଆଁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଏମ୍ସ ଭୁବନେଶ୍ବର କୁଇଜ ପ୍ରତିଯୋଗିତା ଗ୍ରାଣ୍ଡ ଫାଇନାଲ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.