Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫: ଏମ୍ସ ଭୁବନେଶ୍ବର ଚମ୍ପିଆନ
ଆଜିର ଖବର

କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫: ଏମ୍ସ ଭୁବନେଶ୍ବର ଚମ୍ପିଆନ

August 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦୈନିକ ଇଂରାଜୀ ଖବର କାଗଜ ଓଡିଶା ପୋଷ୍ଟ ପକ୍ଷରୁ ଭୁବନେଶ୍ବରରେ କୁଇଜ ପ୍ରତିଯୋଗିତା ମେଟଲ ମିଟ୍-୨୦୨୫ ସପ୍ତମ ସଂସ୍କରଣର ଗ୍ରାଣ୍ଡ ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଜୁନିୟର ବର୍ଗରେ ଭୁବନେଶ୍ବର ୟୁନିଟ୍-୮ ଡିଏଭି ପବ୍ଳିକ୍ ସ୍କୁଲ ଏବଂ ସିନିୟର ବର୍ଗରେ ଏମ୍ସ ଭୁବନେଶ୍ବର ଚମ୍ପିଆନ ହୋଇଛନ୍ତି। ଡିଏଭି ପବ୍ଲିକ୍ ସ୍କୁଲ, ୟୁନିଟ୍-୮ କ୍ରମାଗତ ଦ୍ବିତୀୟ ଥର ଏବଂ ଏମ୍ସ ଭୁବନେଶ୍ବର କ୍ରମାଗତ ତୃତୀୟ ଥର ପ୍ରଥମ ହୋଇଛନ୍ତି।

ଆଇଆଇଟି ଖଡଗପୁର ପ୍ରଥମ ରନର୍ସଅପ୍ ଏବଂ ଆଇଆଇଏମ୍ କୋଲକାତା ଦ୍ବିତୀୟ ରନର୍ସଅପ୍ ହୋଇଛନ୍ତି। ଜୁନିୟର ବର୍ଗରେ କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲ ପ୍ରଥମ ରନର୍ସଅପ୍ ଏବଂ ଲୟିଲା ଟିମ୍ ଦ୍ବିତୀୟ ରନର୍ସଅପ୍ ହୋଇଛନ୍ତି। କାର୍ଯ୍ୟକ୍ରମରେ ଧରିତ୍ରୀ ଏବଂ ଓଡିଶା ପୋଷ୍ଟର ସଂପାଦକ ତଥାଗତ ଶତପଥୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ଶତପଥୀ ଯୋଗଦେଇଥିବା ବେଳେ କୁଇଜ ମାଷ୍ଟର ଅଜୟ ପୁନିଆଁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଏମ୍ସ ଭୁବନେଶ୍ବର କୁଇଜ ପ୍ରତିଯୋଗିତା ଗ୍ରାଣ୍ଡ ଫାଇନାଲ ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ସାର୍ ଏଚ୍‌.ଏନ୍‌. ରିଲାଏନ୍ସ ଫାଉଣ୍ଡେସନ୍ ହସ୍ପିଟାଲରେ ଭାରତର ପ୍ରଥମ ଟେଲି-ରୋବୋଟିକ୍ ସର୍ଜରୀ

December 26, 2025

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର

December 26, 2025

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାରରେ ସମ୍ମାନିତ ହେଲେ ଓଡ଼ିଶାର ଜ୍ୟୋତ୍ସ୍ନା ଶବର

December 26, 2025

ଭିସୁଟ ବୁର୍ଲାର ୧୭ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

December 26, 2025
Latest News

ସାର୍ ଏଚ୍‌.ଏନ୍‌. ରିଲାଏନ୍ସ ଫାଉଣ୍ଡେସନ୍ ହସ୍ପିଟାଲରେ ଭାରତର ପ୍ରଥମ ଟେଲି-ରୋବୋଟିକ୍ ସର୍ଜରୀ

December 26, 2025

ଜେନ୍ ଜେଡ୍ ଏବଂ ଜେନ୍ ଆଲଫା ଭାରତକୁ ଏକ ବିକଶିତ ଭାରତର ଲକ୍ଷ୍ୟ ଆଡ଼କୁ ନେଇଯିବେ: ପ୍ରଧାନମନ୍ତ୍ରୀ

December 26, 2025

ମୋଟରସାଇକେଲ ମୁହାଁମୁହିଁ ଧକ୍କା, ଜଣେ ମୃତ, ତିନି ଗୁରୁତର

December 26, 2025

ଆଗାମୀ ୫ ବର୍ଷ ମଧ୍ୟରେ ପ୍ରମୁଖ ସହରଗୁଡ଼ିକରେ ଟ୍ରେନ କ୍ଷମତା ଦ୍ୱିଗୁଣିତ କରିବାକୁ ଯୋଜନା

December 26, 2025

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

December 26, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.