Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଉପଲକ୍ଷେ ଅଭ୍ୟାସ ପ୍ୟାରେଡ୍
ଆଜିର ଖବର

ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଉପଲକ୍ଷେ ଅଭ୍ୟାସ ପ୍ୟାରେଡ୍

August 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ସୋମବାର ଅପରାହ୍ନ ୩ .୦୦ ଘଟିକା ସମୟରେ ଜିଲ୍ଲା ସଦର ମହକୁମା ବି. ଜେ.ବି ହାଇସ୍କୁଲ ଖେଳ ପଡ଼ିଆରେ ରିଜର୍ଭ ଇନ୍ସପେକ୍ଟର ଅଫ ପୋଲିସ ସତ୍ୟକାନ୍ତ ମନୋରଞ୍ଜନ ଜେନାଙ୍କ ପରିଚାଳନାରେ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଅଭ୍ୟାସ ପ୍ୟାରେଡ୍ ରେ ଆଇ ଟି ବି ପି, ତରତୁଆ ସମେତ ଏ ପି ଆର, ଗୃହରକ୍ଷୀ ବାହିନୀ, ପୋଲିସ ବ୍ୟାଣ୍ଡ ପାର୍ଟି ଏବଂ ବିଭିନ୍ନ ମହାବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ଏନ୍ ସି ସି, ସ୍କାଉଟ୍, ଗାଇଡ, ସିଭିଲିଆନ୍ ବିଭାଗରେ ବିଭିନ୍ନ ବର୍ଗର ଟ୍ରୁପ୍ ମାନେ ଅଂଶ ଗ୍ରହଣ କରିଥିଲେ। ଆଜି ଅପରାହ୍ନ ତିନି ଘଟିକାରେ ଦ୍ୱିତୀୟ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହେବ ଏବଂ ୧୩ ଅଗଷ୍ଟ ସକାଳ ୮.୦୦ ଘଟିକାରେ ଚୂଡାନ୍ତ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହେବ।

ଏହି ଅଭ୍ୟାସ ପ୍ୟାରେଡ୍ ରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, କାର୍ଯ୍ୟାଳୟର କର୍ମଚାରୀ, ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ବି ଜେ ବି ହାଇସ୍କୁଲ କ୍ରୀଡ଼ା ଶିକ୍ଷକ ଚିନ୍ମୟ ମାର୍ଥା, ଜିଲ୍ଲା କଳା ସଂସ୍କୃତି ସଂଘ ଉପ ସଭାପତି କବିରାଜ ପ୍ରଧାନ ଏବଂ ରିଜର୍ଭ ଇନ୍ସପେକ୍ଟର ଅଫ ପୋଲିସ କାର୍ଯ୍ୟାଳୟ ସର୍ଜଣ୍ଟ, ହାବିଲଦାର ଏବଂ ସମସ୍ତ୍ ଟ୍ରୁପ ର ଗାଇଡ ଶିକ୍ଷକ ମାନେ ଉପସ୍ଥିତ ଥିଲେ।

ଅଭ୍ୟାସ ପ୍ୟାରେଡ୍ ଖୋର୍ଦ୍ଧା ସ୍ଵାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ବାକ୍ଷରିତ

September 9, 2025

ଆମ୍ ଆଦ୍‌ମୀ ପାର୍ଟି ଓଡ଼ିଶା ରାଜ୍ୟ ସାମାଜିକ ଗଣମାଧ୍ୟମ ସମ୍ମିଳନୀ

September 9, 2025

ସେପ୍ଟେମ୍ବର ୯ ତାରିଖ: ମଙ୍ଗଳବାର ଦିନ କେମିତି ରହିବ ଆପଣଙ୍କର ଭାଗ୍ୟ, ପଢନ୍ତୁ ଆଜିର ରାଶିଫଳ

September 9, 2025

ସମ୍ ହସ୍ପିଟାଲ୍‌ରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

September 8, 2025
Latest News

ଭାରତ ଓ ଇସ୍ରାଏଲ ସରକାରଙ୍କ ମଧ୍ୟରେ ଦ୍ୱିପାକ୍ଷିକ ନିବେଶ ଚୁକ୍ତିନାମା ସ୍ବାକ୍ଷରିତ

September 9, 2025

ଆମ୍ ଆଦ୍‌ମୀ ପାର୍ଟି ଓଡ଼ିଶା ରାଜ୍ୟ ସାମାଜିକ ଗଣମାଧ୍ୟମ ସମ୍ମିଳନୀ

September 9, 2025

ସେପ୍ଟେମ୍ବର ୯ ତାରିଖ: ମଙ୍ଗଳବାର ଦିନ କେମିତି ରହିବ ଆପଣଙ୍କର ଭାଗ୍ୟ, ପଢନ୍ତୁ ଆଜିର ରାଶିଫଳ

September 9, 2025

ସମ୍ ହସ୍ପିଟାଲ୍‌ରେ ଚତୁର୍ଥ ଥର ପାଇଁ ଅଙ୍ଗଦାନ ପ୍ରକ୍ରିୟା ସମ୍ପନ୍ନ

September 8, 2025

ବିଜେଡି ଭୋଟଦାନରୁ ବିରତ ରହିବା ଅର୍ଥ ପରୋକ୍ଷ ବିଜେପିକୁ ସମର୍ଥନ, କଂଗ୍ରେସ

September 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.