ଭୁବନେଶ୍ଵର: ନବନିଯୁକ୍ତ ଶିଶୁ ସୁରକ୍ଷା ଅଧିକାର ଆୟୋଗର ଅଧ୍ୟକ୍ଷା ବବିତା ପାତ୍ର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଶିଶୁମାନଙ୍କ ବିକାଶ ପାଇଁ ସେ କାର୍ଯ୍ୟ କରିବେ ବୋଲି ନିଜର ପ୍ରତିକ୍ରିୟାରେ କହିଛନ୍ତି। ବିଗତ ମାମଲାଗୁଡିକର ଅନୁଧ୍ୟାନ କରିବା ସହ ଏହାର ସମାଧାନ ପାଇଁ ରୋଡ ମ୍ୟାପ ପ୍ରସ୍ତୁତ କରିବେ ବୋଲି ସେ କହିଛନ୍ତି।
