Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»2018 ବ୍ୟାଘ୍ର ଗଣନା ରିପୋର୍ଟ ଉନ୍ମୋଚନ କଲେ ମୋଦି : ଦେଶରେ ସମୁଦାୟ 2976 ବାଘ
ଆଜିର ଖବର

2018 ବ୍ୟାଘ୍ର ଗଣନା ରିପୋର୍ଟ ଉନ୍ମୋଚନ କଲେ ମୋଦି : ଦେଶରେ ସମୁଦାୟ 2976 ବାଘ

July 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ସରକାର ବାଘମାନଙ୍କ ସୁରକ୍ଷା ପାଇଁ ବଦ୍ଧ ପରିକର ଅଛନ୍ତି । 2018ର ବ୍ୟାଘ୍ରଗଣନା ରିପୋର୍ଟ ଅନୁଯାୟୀ ଭାରତରେ 2976ଟି ବାଘ ଅଛନ୍ତି । ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ ଅବସରରେ ସର୍ବଭାରତୀୟ ବ୍ୟାଘ୍ର ସଂରକ୍ଷଣ ରିପୋର୍ଟ ଉନ୍ମୋଚିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ଆଜି ହେଉଛି ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସର୍ବଭାରତୀୟ ବ୍ୟାଘ୍ର ସଂରକ୍ଷଣ ରିପୋର୍ଟ-2018 ଉନ୍ମୋଚିତ କରିଛନ୍ତି । ଭାରତରେ 2976ଟି ବ୍ୟାଘ୍ର ଥିବା ରିପୋର୍ଟରେ ପ୍ରକାଶ ପାଇଛି । 2014ରେ ଦେଶରେ 2226ଟି ବାଘ ଥିଲେ । ଏଥର ବାଘ ସଂଖ୍ୟାରେ 741 ବୃଦ୍ଧି ପାଇଛି । ମୋଦୀ କହିଛନ୍ତି ଯେ ଭାରତ ସରକାର ବାଘମାନଙ୍କ ସୁରକ୍ଷା ପାଇଁ ବଦ୍ଧ ପରିକର ଅଛନ୍ତି । ଆମ ଦେଶ ଭାରତ ହେଉଛି ବିଶ୍ୱରେ ବାଘମାନଙ୍କ ପାଇଁ ସବୁଠାରୁ ବଡ଼ ଓ ସୁରକ୍ଷିତ ସ୍ଥାନ ବୋଲି ମୋଦି କହିଛନ୍ତି । ବାଘ ସଂଖ୍ୟା ବୃଦ୍ଧିର ଲକ୍ଷ୍ୟକୁ ମାତ୍ର 4 ବର୍ଷରେ ପୂରଣ କରିଛୁ । ତେବେ କେବଳ ବାଘ ସୁରକ୍ଷା ନୁହେଁ ବରଂ ସମସ୍ତ ବନ୍ୟଜନ୍ତୁଙ୍କ ସୁରକ୍ଷା ଆମ ଦ୍ୱାୟିତ୍ୱ ବୋଲି ମୋଦି କହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.