Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜିଠାରୁ ୩ ଦିନ ଯାଏଁ ରାଜ୍ୟ ପ୍ରବଳ ବର୍ଷାର ସମ୍ଭାବନା: ସତର୍କ କରାଇଲା ପାଣିପାଗ କେନ୍ଦ୍ର
ଆଜିର ଖବର

ଆଜିଠାରୁ ୩ ଦିନ ଯାଏଁ ରାଜ୍ୟ ପ୍ରବଳ ବର୍ଷାର ସମ୍ଭାବନା: ସତର୍କ କରାଇଲା ପାଣିପାଗ କେନ୍ଦ୍ର

August 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
rain
ଲଘୁଚାପ ପ୍ରଭାବରେ ଏହି ଜିଲ୍ଲାଗୁଡିରେ ହେବ ବର୍ଷା: ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ଵର: ଆସନ୍ତା ୧୩ ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପକୂଳ ଓ ପଶ୍ଚିମ ଓଡିଶାର ଜିଲ୍ଲାଗୁଡିକରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଇ ଦିଆଯାଇଛି।

ଆସନ୍ତା ୨୪ ଘଣ୍ଟା ଭିତରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଛି।

ପାଣିପାଗ କେନ୍ଦ୍ର ପ୍ରବଳ ବର୍ଷା ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026

ଶଶୁର ଉପରକୁ ଗରମ ତେଲ ଫିଙ୍ଗିଲା ବୋହୁ

May 18, 2026

ରାସ୍ତା ମଝିରେ ମରଣାନ୍ତକ ଆକ୍ରମଣ

May 18, 2026
Latest News

ସହିଦ ଜବାନ ଏବଂ ନକ୍ସଲ ହିଂସାରେ ପୀଡିତଙ୍କ ପରିବାରକୁ ଭେଟିଲେ ଅମିତ ଶାହ

May 18, 2026

ନରୱେର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ

May 18, 2026

ସ୍ୱିଡେନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଦ୍ୱିପାକ୍ଷିକ ଆଲୋଚନା

May 18, 2026

ନରସିଂହପୁର ପଞ୍ଚାୟତରେ ମେଧା ସମ୍ମାନ କାର୍ଯ୍ୟକ୍ରମ

May 18, 2026

ନୂଆଦିଲ୍ଲୀରେ ସୋଆକୁ ସିଏସ୍‌ଆର୍ ସମ୍ମାନ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.