Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଉପଲକ୍ଷେ ଅଭ୍ୟାସ ପ୍ୟାରେଡ୍ ଓ ସାଂସ୍କୃତିକ ଦଳ ଚୟନ
ଆଜିର ଖବର

ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଉପଲକ୍ଷେ ଅଭ୍ୟାସ ପ୍ୟାରେଡ୍ ଓ ସାଂସ୍କୃତିକ ଦଳ ଚୟନ

August 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଅପରାହ୍ନ ୩ .୦୦ ଘଟିକା ସମୟରେ ଜିଲ୍ଲା ସଦର ମହକୁମା ବି. ଜେ.ବି ହାଇସ୍କୁଲ ଖେଳ ପଡ଼ିଆରେ ରିଜର୍ଭ ଇନ୍ସପେକ୍ଟର ଅଫ ପୋଲିସ ସତ୍ୟକାନ୍ତ ମନୋରଞ୍ଜନ ଜେନାଙ୍କ ପରିଚାଳନାରେ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଅଭ୍ୟାସ ପ୍ୟାରେଡ୍ ରେ ଆଇ ଟି ବି ପି, ତରତୁଆ ସମେତ ଏ ପି ଆର, ଗୃହରକ୍ଷୀ ବାହିନୀ, ପୋଲିସ ବ୍ୟାଣ୍ଡ ପାର୍ଟି ଏବଂ ବିଭିନ୍ନ ମହାବିଦ୍ୟାଳୟ,ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ,ଉଚ୍ଚ ବିଦ୍ୟାଳୟ ଏବଂ ମହାବିଦ୍ୟାଳୟ ସ୍ତରୀୟ ଏନ୍ ସି ସି, ସ୍କାଉଟ୍,ଗାଇଡ, ସିଭିଲିଆନ୍ ବିଭାଗରେ ବିଭିନ୍ନ ବର୍ଗର ପ୍ଳାଟୁନ କୁ ନେଇ ୫୪ ଟ୍ରୁପ୍ ଅଂଶ ଗ୍ରହଣ କରିଥିଲେ।

ଆସନ୍ତା କାଲି ପୂର୍ବାହ୍ନ ୮.୦୦ ଘଟିକାରେ ତୃତୀୟ ଅଭ୍ୟାସ ପ୍ୟାରେଡ୍ ଅନୁଷ୍ଠିତ ହେବ ଯେଉଁ ମାନେ ସ୍ଵାଧୀନତା ଦିବସ ୧୫ ଅଗଷ୍ଟ ମୁଖ୍ୟ ଉତ୍ସବ ପ୍ୟାରେଡ୍ ରେ ଭାଗ ନେବେ। ସେହିପରି ଆଜିର ଅଭ୍ୟାସ ପ୍ୟାରେଡ୍ ରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, କାର୍ଯ୍ୟାଳୟର କର୍ମଚାରୀ,ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ବି ଜେ ବି ହାଇସ୍କୁଲ କ୍ରୀଡ଼ା ଶିକ୍ଷକ ଚିନ୍ମୟ ମାର୍ଥା , ଜିଲ୍ଲା କଳା ସଂସ୍କୃତି ସଂଘ ଉପ ସଭାପତି କବିରାଜ ପ୍ରଧାନ , ସାଂସ୍କୃତିକ ଦଳ ଚୟନ ବିଚାରକ ମଣ୍ଡଳୀ ବିରଞ୍ଚି ସାହୁ, ସ୍ମରଣିକା ପ୍ରିୟଦର୍ଶିନୀ, ମଣିପାଲ ସଂଚାଳିକା ରେବତୀ ପଣ୍ଡା ଏବଂ ରିଜର୍ଭ ଇନ୍ସପେକ୍ଟର ଅଫ ପୋଲିସ କାର୍ଯ୍ୟାଳୟ ସର୍ଜଣ୍ଟ, ହାବିଲଦାର ଏବଂ ସମସ୍ତ୍ ଟ୍ରୁପ ର ଗାଇଡ ଶିକ୍ଷକ ମାନେ ଉପସ୍ଥିତ ଥିଲେ।

ଅଭ୍ୟାସ ପ୍ୟାରେଡ୍ ଖୋର୍ଦ୍ଧା ସ୍ଵାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026
Latest News

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026

ଆଜି ମାର୍ଚ୍ଚ ୧୫ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.