Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମନ୍ତ୍ରୀ ରବିନାରାୟଣଙ୍କ ନିର୍ଦ୍ଦେଶ
ଆଜିର ଖବର

ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମନ୍ତ୍ରୀ ରବିନାରାୟଣଙ୍କ ନିର୍ଦ୍ଦେଶ

August 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସମଗ୍ର ଓଡ଼ିଶାବାସୀଙ୍କୁ ସ୍ବଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ ଅଛନ୍ତି। ରାଜ୍ୟରେ ଗ୍ରାମାଞ୍ଚଳରେ ଏହି କାର୍ଯ୍ୟକୁ ଉଚିତ ଭାବରେ କାର୍ଯ୍ୟକାରୀ କରି ସମସ୍ତ ପରିବାରକୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ବୃହତ ପାନ ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ସମୀକ୍ଷା କରି ମନ୍ତ୍ରୀ ରବିନାରାୟଣ ନାଏକ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ, ଭୁବନେଶ୍ବରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଅଧ୍ୟକ୍ଷତା କରି ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବିନାରାୟଣ ନାଏକ ସମସ୍ତ ବୃହତ ପାନୀୟ ଜଳ ପ୍ରକଳ୍ପଗୁଡ଼ିକର ବିସ୍ତୃତ ସମୀକ୍ଷା କରିଥିଲେ।

ରାଜ୍ୟରେ ୨୦୭ଟି ମେଗା ପାନୀୟ ଜଳ ପ୍ରକଳ୍ପ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧୮ ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇସାରିଛି । ଅନ୍ୟ ପ୍ରକଳ୍ପଗୁଡ଼ିକର ନିର୍ମାଣ କାର୍ଯ୍ୟ ମଧ୍ଯ ତ୍ବରାନ୍ବିତ କରାଯାଉଛି ଓ ସେସବୁର ପ୍ରତ୍ଯକ୍ଷ ନିରୀକ୍ଷଣ କରାଯାଉଛି। ସାମାନ୍ୟ ବ୍ୟତିକ୍ରମ ଦେଖାଗ ଦଖାଗଲେ ଉତ୍ତରଦାୟିତ୍ବ ସ୍ଥିର କରାଯାଇ କାର୍ଯ୍ୟାନୁଷ୍ଠାନର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ଶ୍ରୀ ନାଏକ ନିର୍ଦ୍ଦେଶ ଦେଇଥିଲେ। ବର୍ତ୍ତମାନ ରାଜ୍ୟରେ ୧୦୦୦୦ ଉର୍ଦ୍ଧ୍ବ ଗ୍ରାମ ଓ ୫୫୨ଟି ଗ୍ରାମପଞ୍ଚାୟତ ସମ୍ପୂର୍ଣ୍ଣ ରୂପେ ‘ହର ଘର ଜଳ ଯୋଜନାରେ ଅନ୍ତର୍ଭୁକ୍ତ ହୋଇସାରିଛନ୍ତି।

ନୂଆପଡା ଜିଲ୍ଲାର ସମସ୍ତ ଗ୍ରାମ ‘ହର ଘର ଜଳ ଯୋଜନା’ରେ ଅନ୍ତ ଅନ୍ତର୍ଭୁକ୍ତ ସେ ହୋଇ ପାରିଛି, ଯାହା ଯା ଗ୍ରାମୀଣ ଜୀବନରେ ପାନୀୟ ଜଳ ସୁବିଧାକୁ ସୁନିଶ୍ଚିତ କରିବା ଦିଗରେ ଏକ ଐତିହାସିକ ପଦକ୍ଷେପ। ସରକାରୀ ସ୍ତରରେ ଏହି ପ୍ରକଳ୍ପଗୁଡିକୁ ଯଥାଶୀଘ୍ର ସମ୍ପନ୍ନ କରିବା ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇଛି। ସେହି ଅନୁସାରେ, ଡିସେମ୍ବର ୨୦୨୫ ସୁଦ୍ଧା ଆଉ ୫୪ ଟି ପ୍ରକଳ୍ପ କଳ୍ପ ସମ୍ପନ୍ନ କରିବା ଲକ୍ଷ୍ୟ ସ୍ଥିର କରାଯାଇଛି। ଏହି ସମସ୍ତ ପ୍ରକଳ୍ପର ନିର୍ମାଣ ସ୍ଥିତି ସମୀକ୍ଷା କରି ମାନ୍ୟବର ମନ୍ତ୍ରୀ ସ୍ଥିରୀକୃତ ସମୟ ମଧ୍ୟରେ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଜ୍ ଦଇଥିଲେ।

ପାନୀୟ ଜଳ ପ୍ରକଳ୍ପ ରବିନାରାୟଣ ନାଏକ
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା କଳାକାର ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି କଳାକାରମାନେ ମାସକୁ ପାଇବେ…

December 29, 2025

ଆଜି ଡିସେମ୍ବର 29 ତାରିଖ ସୋମବାରରେ ଏହି ପାଞ୍ଚଟି ରାଶି ପାଇଁ ଯାହା ଅଛି ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 29, 2025

ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ, ସଭାପତି ଭକ୍ତ ଦାସ କହିଲେ

December 28, 2025

ଆସନ୍ତା ଶିକ୍ଷା ବର୍ଷରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ପୁସ୍ତକ, ଶିଶୁ ମନ୍ଦିର ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

December 28, 2025
Latest News

ବଢିଲା କଳାକାର ଭତ୍ତା, ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି କଳାକାରମାନେ ମାସକୁ ପାଇବେ…

December 29, 2025

ଆଜି ଡିସେମ୍ବର 29 ତାରିଖ ସୋମବାରରେ ଏହି ପାଞ୍ଚଟି ରାଶି ପାଇଁ ଯାହା ଅଛି ଜାଣିଲେ ହେବେ ଆଶ୍ଚର୍ଯ୍ୟ

December 29, 2025

ପିସିସି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ, ସଭାପତି ଭକ୍ତ ଦାସ କହିଲେ

December 28, 2025

ଆସନ୍ତା ଶିକ୍ଷା ବର୍ଷରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ପୁସ୍ତକ, ଶିଶୁ ମନ୍ଦିର ଉତ୍ସବରେ କହିଲେ ମୁଖ୍ୟମନ୍ତ୍ରୀ

December 28, 2025

ମା ଭଗବତୀ ବିକାଶ ପରିଷଦ ର ଷୋଡଶତମ ବାର୍ଷିକ ଉତ୍ସବ, ଯୋଗ ଦେଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ 

December 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.