Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ପ୍ରସାରିତ ଟ୍ରେନ ଯାତ୍ରାର ଶୁଭାରମ୍ଭ କଲେ ପୁରୀ ସାଂସଦ
ଆଜିର ଖବର

ସମ୍ପ୍ରସାରିତ ଟ୍ରେନ ଯାତ୍ରାର ଶୁଭାରମ୍ଭ କଲେ ପୁରୀ ସାଂସଦ

August 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ପୁରୀ -ଲାଲଗଡ – ପୁରୀ ଏକ୍ସପ୍ରେସ ରାଜସ୍ଥାନର ଶ୍ରୀଗଙ୍ଗାନଗର ପର୍ଯ୍ୟନ୍ତ ସମ୍ପ୍ରସାରିତ ହୋଇଛି। ପୁରୀ ସାଂସଦ ଡକ୍ଟର ସମ୍ବିତ ପାତ୍ର ଆଜି ସକାଳେ ସବୁଜ ପତାକା ଦେଖାଇ ଏହି ସମ୍ପ୍ରସାରିତ ଟ୍ରେନ ଯାତ୍ରାର ଶୁଭାରମ୍ଭ କରିଥିଲେ। ଆନ୍ତଃରାଜ୍ୟ ସଂଯୋଗୀକରଣକୁ ପ୍ରମୁଖ ପ୍ରୋତ୍ସାହନ ସ୍ବରୂପ ଭାରତୀୟ ରେଳବାଇ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ଐତିହାସିକ ସମ୍ପ୍ରସାରଣ ବଙ୍ଗୋପସାଗରକୁ ଥର ମରୁଭୂମି ସହିତ ସୁଗମ ଭାବେ ସଂଯୋଗ କରିବ, ଯାହା ପୂର୍ବାଞ୍ଚଳ ରାଜ୍ୟ ଓଡିଶା ଏବଂ ଉତ୍ତର ପଶ୍ଚିମ ରାଜ୍ୟ ରାଜସ୍ଥାନ ମଧ୍ୟରେ ସାଂସ୍କୃତିକ ଏବଂ ଅର୍ଥନୈତିକ ସଂପର୍କକୁ ସୁଦୃଢ଼ କରିପାରିବ।

ଏହି ଅବସରରେ ରାଜ୍ୟସଭା ସାଂସଦ ସୁଭାଶିଷ ଖୁଣ୍ଟିଆ, ପୁରୀ ବିଧାୟକ ସୁନିଲ କୁମାର ମହାନ୍ତିଙ୍କ ସମେତ ଖୋର୍ଦ୍ଧା ରୋଡ ରେଳମଣ୍ଡଳର ରେଳବାଇ ପ୍ରବନ୍ଧକ ଆଲୋକ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ପୁରୀ ସାଂସଦ ରାଜସ୍ଥାନ ଶ୍ରୀଗଙ୍ଗାନଗର ସମ୍ବିତ ପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ-ବାଦାମପାହାଡ଼ ମଧ୍ୟରେ ଗଡ଼ିବ ସିଧା ଟ୍ରେନ୍, ମୟୂରଭଞ୍ଜବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ହେବ ସାକାର

October 21, 2026

iPhone ବ୍ୟବହାରକାରୀଙ୍କ ପାଇଁ ଆସିପାରେ ନୂଆ ପେମେଣ୍ଟ ବିକଳ୍ପ, Apple Payକୁ ମିଳିବ ଚ୍ୟାଲେଞ୍ଜ!

October 20, 2026

CJP ପ୍ରସଙ୍ଗରେ ନବୀନଙ୍କ ସ୍ପଷ୍ଟ ଆଭିମୁଖ୍ୟ : ନବୀନଙ୍କ ଏକ୍ସ ପୋଷ୍ଟକୁ ନେଇ ଚର୍ଚ୍ଚା

October 20, 2026

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ୧୯୯୯ ବ୍ୟାଚ୍‌ର ବନ୍ଧୁମିଳନ ଉତ୍ସବ ସମ୍ପନ୍ନ

October 20, 2026
Latest News

ଭାରତର ୩ ଶତ୍ରୁ: ଏକଜୁଟ ହେବାକୁ ମୋଦୀଙ୍କ ଆହ୍ୱାନ

October 21, 2026

ଭାରତରେ ଭିଟାମିନ୍ D ସଙ୍କଟ: ଜାଣନ୍ତୁ ଏହାର ୫ଟି ବଡ଼ କାରଣ

October 21, 2026

ୟୁକ୍ରେନରେ ଷ୍ଟାରଲିଙ୍କ ଇଣ୍ଟରନେଟ୍ ସେବାରେ କଟକଣା ଲଗାଇଲେ ଏଲନ୍‌ ମସ୍କ

October 21, 2026

ସିନ୍ଦେଙ୍କ CM ହେବା ଚର୍ଚ୍ଚା ତେଜ, ଶିବସେନା ନେତାଙ୍କ ବୟାନରେ ନୂଆ ରାଜନୈତିକ ଝଡ଼

October 21, 2026

ଜାଣନ୍ତୁ ଅକ୍ଟୋବର ୨୧ ତାରିଖ ବୁଧବାରର ରାଶିଫଳ, କଣ ରହିଛି ଆଜିର ଭାଗ୍ୟଫଳ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.