Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତିର ମୂଳୋତ୍ପାଟନ ପାଇଁ ଗୁରୁତ୍ବାରୋପ କଲେ ରାଜ୍ୟ ମୁଖ୍ୟଶାସନ ସଚିବ
ଆଜିର ଖବର

ଦୁର୍ନୀତିର ମୂଳୋତ୍ପାଟନ ପାଇଁ ଗୁରୁତ୍ବାରୋପ କଲେ ରାଜ୍ୟ ମୁଖ୍ୟଶାସନ ସଚିବ

August 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସରକାରୀ ସ୍ତରରେ ଦୁର୍ନୀତିର ମୂଳୋତ୍ପାଟନ ପାଇଁ ଭିଜିଲାନ୍ସ ପ୍ରଶାସନର ସୁଦୃଢ଼ିକରଣ ଉପରେ ରାଜ୍ୟ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଗୁରୁତ୍ବାରୋପ କରିଛନ୍ତି। ଭୁବନେଶ୍ବର ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଆୟୋଜିତ ସଚିବସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ଶ୍ରୀ ଆହୁଜା କାର୍ଯ୍ୟାଳୟରେ ଠିକ୍ ସମୟରେ ଉପସ୍ଥାନ ନ ଦେଉଥିବା ଏବଂ ଠିକ ଭାବରେ କାର୍ଯ୍ୟ ସଂପାଦନ କରୁନଥିବା ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କୁ ଅବସର ପୂର୍ବରୁ ଅବସର ଦେବା ପାଇଁ ପରାମର୍ଶ ଦେଇଛନ୍ତି।

ସରକାରୀ କାର୍ଯ୍ୟରେ ସ୍ବଚ୍ଛତା, ଉତ୍ତରଦାୟିତ୍ବ ନରହିବା ଅଭିଯୋଗ ଶୁଣାଣୀରେ ପ୍ରଭାବହୀନ ପ୍ରଦର୍ଶନ, ଦୁର୍ନୀତିକୁ ଚିହ୍ନଟ କରିବାରେ କୋହଳ ମନୋଭାବ, ଅସାଧୁତା, ନିୟମିତ ତଦାରଖ ବ୍ୟବସ୍ଥା କାର୍ଯ୍ୟକାରୀ କରାନଯିବା ଭଳି ଦୁର୍ନୀତିର ବିଭିନ୍ନ ଦିଗ ସଂପର୍କରେ ବୈଠକରେ ଆଲୋକପାତ କରାଯାଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନରମାନେ ଯୋଗଦେଇଥିଲେ।

ଭିଜିଲାନ୍ସ ପ୍ରଶାସନ ମନୋଜ ଆହୁଜା ରାଜ୍ୟ ମୁଖ୍ୟଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025
Latest News

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.