Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚୁ ସରକାରଙ୍କ ପ୍ରଣିତ ଯୋଜନା: ରାଜ୍ୟପାଳ
ଆଜିର ଖବର

ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚୁ ସରକାରଙ୍କ ପ୍ରଣିତ ଯୋଜନା: ରାଜ୍ୟପାଳ

August 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପ୍ରଣିତ ଯୋଜନା ଗୁଡିକର ସୁଫଳ ପ୍ରତ୍ୟେକ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉପରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଗୁରୁତ୍ବାରୋପ କରିଛନ୍ତି। ଗତକାଲି ରାଜଭବନଠାରେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର କାର୍ଯ୍ୟାବଳୀ ସମୀକ୍ଷା ଅବସରରେ ରାଜ୍ୟପାଳ ନିର୍ମାଣ କାର୍ଯ୍ୟ ଗୁଡିକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସଂପୂର୍ଣ୍ଣ କରିବାକୁ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ଜଳ ଜୀବନ ମିଶନର କାର୍ଯ୍ୟକାରିତା, ଗ୍ରାମୀଣ ପାଇପ ଜଳ ଯୋଗାଣ କ୍ଷେତ୍ରର ଅଗ୍ରଗତି ସଂପର୍କରେ ରାଜ୍ୟପାଳ ବିଷଦ ଭାବେ ସମୀକ୍ଷା କରିଥିଲେ।

ବିଶୁଦ୍ଧ ପାନୀୟଜଳ ଲୋକମାନଙ୍କର ମୌଳିକ ଆବଶ୍ୟକତା ହୋଇଥିବାରୁ ଏହାକୁ ପ୍ରତ୍ୟେକ ପରିବାର ନିକଟରେ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା ବୋଲି ରାଜ୍ୟପାଳ କହିଥିଲେ। ପଞ୍ଚାୟତ ବ୍ୟବସ୍ଥା ଲୋକଙ୍କ ନିକଟତର ହେବାରେ ଆବଶ୍ୟକତାକୁ ଗୁରୁତ୍ବାରୋପ କରି କ୍ଷମତା ବିକେନ୍ଦ୍ରୀ କରଣ ଦ୍ବାରା ପ୍ରଶାସନ ଅଧିକ ଜନାଭିମୁଖୀ ହୋଇପାରିବ ବୋଲି ରାଜ୍ୟପାଳ କହିଥିଲେ।

ଏହି ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ରବିନାରାୟଣ ନାଏକ, ବିଭାଗର ନିର୍ଦ୍ଦେଶକ ବିନିତ ଭରଦ୍ବାଜ, ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ଗ୍ରାମ୍ୟଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନର ନିର୍ଦ୍ଦେଶକ ସୁରେନ୍ଦ୍ର କୁମାର ମିନାଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗଦେଇଥିଲେ।

ଡକ୍ଟର ହରିବାବୁ କମ୍ଭମପାଟି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026
Latest News

ଆଜି ଅଗଷ୍ଟ ୨୭ରେ ଏହି ସାତୋଟି ରାଶିର ବ୍ୟକ୍ତିଙ୍କ ବଢିବ ଧନ, ଜାଣନ୍ତୁ ରାଶିଫଳ

August 27, 2026

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.