Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିୟନ୍ତ୍ରଣ ରେଖାରେ ପାକ୍‌ର ଅସ୍ତ୍ରବିରତି ଉଲ୍ଲଂଘନ : 10 ଦିନର ଶିଶୁ ମୃତ
ଆଜିର ଖବର

ନିୟନ୍ତ୍ରଣ ରେଖାରେ ପାକ୍‌ର ଅସ୍ତ୍ରବିରତି ଉଲ୍ଲଂଘନ : 10 ଦିନର ଶିଶୁ ମୃତ

July 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ କାଶ୍ମୀରର ପୁଞ୍ଚ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ପକ୍ଷରୁ ଅସ୍ତ୍ରବିରତି ଉଲ୍ଲଂଘନ କରାଯାଇଛି । ଏହି ଘଟଣାରେ ଜଣେ 10 ବର୍ଷର ଶିଶୁ ପ୍ରାଣ ହରାଇଥିବା ଜଣାପଡିଛି । ରବିବାର ସନ୍ଧ୍ୟାରେ ହୋଇଥିବା ଏହି ଆକ୍ରମଣରେ ଅନ୍ୟ ଦୁଇ ଜଣ ମଧ୍ୟ ଆହତ ହୋଇଛନ୍ତି । ମୃତ ଶିଶୁର ମା ଫାତିମା ଜୈନ(35) ଏବଂ ଅନ୍ୟ ଜଣେ ସାଧାରଣ ନାଗରିକ ମହମ୍ମଦ ଆରିଫ୍‌ ଏହି ଘଟଣାରେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପୁଞ୍ଚ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସୋମବାର ସକାଳୁ ଶିଶୁଟିର ମୃତ୍ୟୁ ହୋଇଥିବା ନେଇ ସେନା ପକ୍ଷରୁ ସୂଚନା ଦିଆଯାଇଛି । ଜୁଲାଇ 22 ତାରିଖରେ କରାଯାଇଥିବା ଅସ୍ତ୍ରବିରତି ଉଲ୍ଲଂଘନରେ ଜଣେ ଯବାନଙ୍କ ପ୍ରାଣହାନି ଘଟିଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.