Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଚାଷୀଙ୍କୁ ଆଶ୍ଵାସନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗୋଟେ ବି ଚାଷୀ ପଞ୍ଜୀକରଣରୁ ବଞ୍ଚିତ ହେବେନି।  ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଖରିଫ ଋତୁ ଧାନ ସଂଗ୍ରହ ନିମନ୍ତେ ଜାରି ପ୍ରକ୍ରିୟାର ଅବଧିକୁ ବୃଦ୍ଧି କରାଯାଇଛି ।

ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ବାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର। ଏପର୍ଯ୍ୟନ୍ତ ୧୦ ଲକ୍ଷ ୯୩  ହଜାର ୨୨୦ ଜଣ ଚାଷୀ ପଞ୍ଜୀକରଣ କରିଥିବା ବେଳେ ଆଗକୁ ଏହା ଆହୁରି ବୃଦ୍ଧି ହେବ ।

ଏଥିସହ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳିକରଣ କରାଯାଇଥିବା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଖରିଫ ଫସଲ ଚାଷୀ ପଞ୍ଜୀକରଣ
Share. Facebook Twitter LinkedIn Email WhatsApp Copy Link

Related Posts

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025
Latest News

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025

ଜାତିର ପିତାଙ୍କୁ କେନ୍ଦ୍ର ସରକାରଙ୍କ ଅପମାନ ବରଦାସ୍ତ କରାଯିବ ନାହିଁ : କଂଗ୍ରେସ

August 17, 2025

ଓଡ଼ିଶା ସୂଚନା ସେବା ସଂଘ ପକ୍ଷରୁ ବନ୍ଧୁ ମିଳନ ଓ ସମ୍ବର୍ଦ୍ଧନା ସଭା

August 17, 2025

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025

ଇଗ୍ନୋର ନାମଲେଖା ଅବଧି ଅଗଷ୍ଟ ୩୧ ତାରିଖକୁ ବୃଦ୍ଧି

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.