Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଷ୍ଟ ୧୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆଜିର ଖବର

ଅଗଷ୍ଟ ୧୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

August 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଅଗଷ୍ଟ ୧୮ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ସୋମବାର ଅଗଷ୍ଟ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।  ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ ୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦ ପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି।

ଅଗଷ୍ଟ ୧୮ ତାରିଖ ଜନ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଷ୍ଟାଦଶ ବଳିଦାନ ଦିବସ ଉପଲକ୍ଷେ ବିଶାଳ ଗଣଦୌଡ଼

August 17, 2025

ଶିକ୍ଷକ ଦାବିଦିବସରେ ବିଶାଳ ସମାବେଶ ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 17, 2025

ପୋଲିସ ଡ୍ରାଇଭର ନିଯୁକ୍ତି ପାଇଁ ହେବ ଶାରୀରିକ ପରୀକ୍ଷା, ଜାଣନ୍ତୁ କେବେ ଓ କେଉଁଠି

August 17, 2025

ମା’ଭଗବତୀଙ୍କ ପୀଠରେ ଜନ୍ମାଷ୍ଟମୀ ମହୋତ୍ସବ

August 17, 2025
Latest News

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଷ୍ଟାଦଶ ବଳିଦାନ ଦିବସ ଉପଲକ୍ଷେ ବିଶାଳ ଗଣଦୌଡ଼

August 17, 2025

ଶିକ୍ଷକ ଦାବିଦିବସରେ ବିଶାଳ ସମାବେଶ ଓ ସରକାରଙ୍କୁ ଦାବିପତ୍ର ପ୍ରଦାନ

August 17, 2025

ପୋଲିସ ଡ୍ରାଇଭର ନିଯୁକ୍ତି ପାଇଁ ହେବ ଶାରୀରିକ ପରୀକ୍ଷା, ଜାଣନ୍ତୁ କେବେ ଓ କେଉଁଠି

August 17, 2025

ମା’ଭଗବତୀଙ୍କ ପୀଠରେ ଜନ୍ମାଷ୍ଟମୀ ମହୋତ୍ସବ

August 17, 2025

ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.