Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ ଏବଂ ପ୍ରଶଂସନୀୟ ସେବା ପଦକ ପ୍ରଦାନ କଲେ ରାଷ୍ଟ୍ରପତି
ଆଜିର ଖବର

ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ ଏବଂ ପ୍ରଶଂସନୀୟ ସେବା ପଦକ ପ୍ରଦାନ କଲେ ରାଷ୍ଟ୍ରପତି

August 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ
ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ ଏବଂ ପ୍ରଶଂସନୀୟ ସେବା ପଦକ ପ୍ରଦାନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ; ସ୍ୱାଧୀନତା ଦିବସ ୨୦୨୫ ଉପଲକ୍ଷେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରେଳ ପୁଲିସ ବଳ (ଆରପିଏଫ) ଏବଂ ରେଳ ସୁରକ୍ଷା ସ୍ୱତନ୍ତ୍ର ବାହିନୀର ନିମ୍ନଲିଖିତ ଅଧିକାରୀ ଏବଂ କର୍ମଚାରୀମାନଙ୍କୁ ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ ଏବଂ ପ୍ରଶଂସନୀୟ ସେବା ପଦକ ପ୍ରଦାନ କରିଛନ୍ତି ।

ବିଶିଷ୍ଟ ସେବା ପାଇଁ ରାଷ୍ଟ୍ରପତି ପଦକ (ପିଏସଏମ)

ଦକ୍ଷିଣ କେନ୍ଦ୍ରୀୟ ରେଳବାଇର ଡିଭିଜନାଲ ସୁରକ୍ଷା କମିଶନର ଜି. ମଧୁସୂଦନ ରାଓ

କେ. ରାଜଗୋପାଳ ରେଡ୍ଡୀ, ସହକାରୀ ସୁରକ୍ଷା କମିଶନର, ଦକ୍ଷିଣ କେନ୍ଦ୍ରୀୟ ରେଳବାଇ

ପ୍ରଶଂସନୀୟ ସେବା ପଦକ

ପଶ୍ଚିମ କେନ୍ଦ୍ରୀୟ ରେଳବାଇର ପ୍ରମୁଖ ସୁରକ୍ଷା ଆୟୁକ୍ତ ତଥା ଆଇଜି ସଞ୍ଜୀବ କୁମାର ଯାଦବ

ରେଳ ସୁରକ୍ଷା ସ୍ୱତନ୍ତ୍ର ବାହିନୀର ଡିଆଇଜି ଶଶି କୁମାର

ଜେଆର ଆରପିଏଫ ଏକାଡେମୀର ଅତିରିକ୍ତ ସୁରକ୍ଷା ଆୟୁକ୍ତ ଅନୁଲ କୁମାର ପାଣ୍ଡେ

ରେଳ ସୁରକ୍ଷା ସ୍ୱତନ୍ତ୍ର ବାହିନୀ ୧୦ ବାଟାଲିୟନର ଅତିରିକ୍ତ କମାଣ୍ଡାଣ୍ଟ ଶ୍ରୀ ବିଜୟ ଶଙ୍କର ସିଂ

ରେଳ ସୁରକ୍ଷା ସ୍ୱତନ୍ତ୍ର ବାହିନୀ ଷଷ୍ଠ ବାଟାଲିୟନର ସୁଭାଷ ଚାନ୍ଦ

ପୂର୍ବତଟ ରେଳବାଇର ଏସଆଇ ଏଲ. ରମନା

ପୂର୍ବତଟ ରେଳବାଇର ଏମ.କେ. ଚନ୍ଦ୍ର ମୋହନ

ରେଳ ସୁରକ୍ଷା ସ୍ୱତନ୍ତ୍ର ବାହିନୀ ସପ୍ତମ ବାଟାଲିୟନର ଏସଆଇ (ଡ୍ରାଇଭର) ଋଷି କୁମାର ଶୁକ୍ଳା

ଉତ୍ତର ରେଳବାଇ ଏସଆଇ ଅନୀଲ କୁମାର

ପୂର୍ବତଟ ରେଳବାଇର ଏଏସଆଇ ଶ୍ୟାମେଳେନ୍ଦୁ ଭୁଷଣ ଚାନ୍ଦ

ରେଳବାଇ ସୁରକ୍ଷା ସ୍ୱତନ୍ତ୍ର ବାହିନୀର ଏଏସଆଇ (ଡ୍ରାଇଭର) କୃଷ୍ଣ କୁମାର

ଜେଜେଆର ଆରପିଏଫ ଏକାଡେମୀର ଏଏସଆଇ ମହେନ୍ଦ୍ର କୁମାର

ଉତ୍ତର ରେଳବାଇ ଏଏସଆଇ ରାଜୀବ କୁମାର ବଶିଷ୍ଠ

ପଶ୍ଚିମ କେନ୍ଦ୍ରୀୟ ରେଳବାଇର ମୁଖ୍ୟ କନେଷ୍ଟବଳ ରାମରାଜ ସିଂ

ପୂର୍ବତଟ ରେଳବାଇର ହେଡ କନେଷ୍ଟବଳ ଅମିତ କୁମାର ମଲ୍ଲିକ।

ରାଷ୍ଟ୍ରପତି ପଦକ
Share. Facebook Twitter LinkedIn Email WhatsApp Copy Link

Related Posts

ଦିନିକିଆ ଆନ୍ତର୍ଜାତୀୟ ଇତିହାସରେ ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ରନ୍ ଦେଇଥିବା ଶ୍ରେଷ୍ଠ ୭ ବୋଲର

October 12, 2025

ରାଜମାତା ବିଜୟାରାଜେ ସିନ୍ଧିଆଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 12, 2025

ସେଚେଲ୍ସ ରାଷ୍ଟ୍ରପତି ଭାବେ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ବିଜୟରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 12, 2025

ବାମରାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ସାମ୍ବାଦିକ ସୁରକ୍ଷା ଆଇନ ଓ ପେନସନ ପାଇଁ ଦୃଢ଼ ଦାବି

October 12, 2025
Latest News

ଦିନିକିଆ ଆନ୍ତର୍ଜାତୀୟ ଇତିହାସରେ ଗୋଟିଏ ମ୍ୟାଚ୍‌ରେ ସର୍ବାଧିକ ରନ୍ ଦେଇଥିବା ଶ୍ରେଷ୍ଠ ୭ ବୋଲର

October 12, 2025

ରାଜମାତା ବିଜୟାରାଜେ ସିନ୍ଧିଆଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

October 12, 2025

ସେଚେଲ୍ସ ରାଷ୍ଟ୍ରପତି ଭାବେ ଡକ୍ଟର ପାଟ୍ରିକ୍ ହର୍ମିନିଙ୍କ ବିଜୟରେ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

October 12, 2025

ବାମରାରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ସାମ୍ବାଦିକ ସୁରକ୍ଷା ଆଇନ ଓ ପେନସନ ପାଇଁ ଦୃଢ଼ ଦାବି

October 12, 2025

Jio Agentic AI: ଛୋଟ ଦୋକାନୀଙ୍କୁ ସହାୟକ ହେବ ‘ଜିଓ ଏଜେଣ୍ଟିକ ଏଆଇ ଆସିଷ୍ଟାଣ୍ଟ’, ଜାଣନ୍ତୁ ଏହା କଣ

October 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.