Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭି. କାର୍ତ୍ତିକେୟନ୍‌ ପାଣ୍ଡିୟାନଙ୍କୁ ମିଳିଲା ନୂଆ ଦାୟିତ୍ବ : 5Tର ସଚିବ ଭାବେ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଭି. କାର୍ତ୍ତିକେୟନ୍‌ ପାଣ୍ଡିୟାନଙ୍କୁ ମିଳିଲା ନୂଆ ଦାୟିତ୍ବ : 5Tର ସଚିବ ଭାବେ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

July 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଇଏଏସ୍‌ ଭି.କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ମିଳିଲା ନୂଆ ଦାୟିତ୍ୱ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା ଭି.କେ ପାଣ୍ଡିଆନ୍‌ ଏବେ 5T ସଚିବ ଭାବେ ନିଯୁକ୍ତି ପାଇଲେ । ପାଣ୍ଡିଆନ୍‌ଙ୍କୁ ନେଇ ରାଜ୍ୟ ରାଜନୀତିରେ ବେଶ୍‌ ଚର୍ଚ୍ଚିତ ରହିଛନ୍ତି ଏହି ଆଇଏଏସ୍‌ ଜଣକ  । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହୋଇ ମଧ୍ୟ ରାଜ୍ୟ ରାଜନୀତିରେ ତାଙ୍କର ଜୋର୍‌ ସବୁଠୁ ଅଧିକ ବୋଲି ବିରୋଧୀ ସବୁ ବେଳେ ଅଭିଯୋଗ କରୁଛନ୍ତି । ଚଳିତ ଥର ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 5T ମନ୍ତ୍ରକୁ ଅକ୍ଷରେ ଅକ୍ଷରେ ପାଳନ କରିବାକୁ ତାଗିଦ୍‌ କରି ଆସିଛନ୍ତି । ଏବେ ଏହାର କାର୍ଯ୍ୟକାରିତା ଉପରେ ନଜର ରଖିବେ ପାଣ୍ଡିଆନ୍‌ । ମୁଖ୍ୟମନ୍ତ୍ରୀଙ୍କ 5T ସଂପର୍କିତ ସମୀକ୍ଷା କରିବେ ଭି.କେ. ପାଣ୍ଡିଆନ ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.