Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଫଗାନିସ୍ତାନ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଉପରେ ଆକ୍ରମଣ : 20 ମୃତ, 50 ଆହତ
ଆଜିର ଖବର

ଆଫଗାନିସ୍ତାନ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ଉପରେ ଆକ୍ରମଣ : 20 ମୃତ, 50 ଆହତ

July 29, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୋମବାର ଆଫଗାନିସ୍ତାନର ଉପରାଷ୍ଟ୍ରପତି ପ୍ରାର୍ଥୀ ତଥା ପୂର୍ବତନ ଗୁଇନ୍ଦା ଅଧିକାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ 20 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 50ରୁ ଅଧିକ ଲୋକ ଆହତ ହୋଇଛନ୍ତି । କାବୁଲର ଗ୍ରୀନ୍‌ ଟ୍ରେଣ୍ଡ ଅଫିସ୍‌ରେ ଏହି ବିସ୍ଫୋରଣ ଘଟିଥିଲା । ଏକାଧିକ ବନ୍ଧୁକଧାରୀ ଲୋକ ଉପରାଷ୍ଟ୍ରପତିଙ୍କ ଉପରକୁ ଆକ୍ରମଣ କରି ନରସଂହାର ଘଟାଇଥିଲେ । ଆକ୍ରମଣର ତୁରନ୍ତ ପରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଅମରୁଲ୍ଲା ଶାହଙ୍କ ସ୍ଥାନାନ୍ତର କରାଯାଇଥିବା ନେଇ ନସ୍ରତ ରହିମ୍‌ ସୂଚନା ଦେଇଛନ୍ତି । ଏହି ଘଟଣା ପରେ 85 ଜଣ ଜନତାଙ୍କୁ ଉଦ୍ଧାର କରାଯାଇଛି । ଉଭୟ ତାଲିବାନ୍‌ ଏବଂ ଆଇଏସ୍‌ ଆଇଏସ୍‌ ଏହି ଅଞ୍ଚଳରେ ସକ୍ରିୟ ରହିଥିବା ବେଳେ କୌଣସି ସଙ୍ଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିନାହାନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Latest News

ଚର୍ମ ତତ୍ୱାବଧାନକୁ ନେଇ ସୋଆ ଏସପିଏସ ପକ୍ଷରୁ ଆର୍ନ୍ତଜାତିକ ସମ୍ମିଳନୀ ଆୟୋଜିତ

January 22, 2026

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କଲେ ଅମିତ ଶାହ

January 22, 2026

ଖଲ୍ଲିକୋଟ ଷ୍ଟେସନରେ ବିଶାଖା ଏବଂ ଫଲକନୁମା ଏକ୍ସପ୍ରେସର ପରୀକ୍ଷାମୂଳକ ରହଣି

January 22, 2026

ଆଶ୍ଚର୍ଯ୍ୟଜନକ ଭବିଷ୍ୟବାଣୀ: ବିଶ୍ୱର ସର୍ବବୃହତ ଅର୍ଥନୀତି ହେବ ଭାରତ, ପଛରେ ପଡ଼ିବ ଆମେରିକା

January 22, 2026

ଗୁଟଖା, ନିକୋଟିନ ବ୍ୟାନ୍: ରାଜ୍ୟ ସରକାର ଜାରି କଲେ ବିଜ୍ଞପ୍ତି

January 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.