Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘୋଷଣା ହେଲା ୧୨ ନୂଆ ଏନ୍ଏସି: ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି
ଆଜିର ଖବର

ଘୋଷଣା ହେଲା ୧୨ ନୂଆ ଏନ୍ଏସି: ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି

August 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
୧୨ ନୂଆ ଏନଏସି
ରାଜ୍ୟ ସରକାରଙ୍କ ନିଷ୍ପତ୍ତି: ଘୋଷଣା କଲେ ୧୨ ନୂଆ ଏନ୍ଏସି

ଭୁବନେଶ୍ୱର: ରାଜ୍ୟ ସରକାର ଆଉ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଆଜି ରାଜ୍ୟ ସରକାର ଆଉ ୧୨ ନୂଆ ଏନ୍ଏସି ଘୋଷଣା କରିଛନ୍ତି। ଏନେଇ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ୭ ଟି ଜିଲ୍ଲାରେ ୧୨ ନୂଆ ଏନ୍ଏସି ଗଠନ ହେବ। ସେଗୁଡିକ ହେଲା: ପାଲଲହଡ଼ା, ବୀରମହାରାଜପୁର, ସିମୁଳିଆ, ବସ୍ତା, ବେତନଟି, ବାଙ୍ଗିରପୋଷୀ, ତିହିଡ଼ି, ରେଙ୍ଗାଲି ବିଷମକଟକ, ଚିତ୍ରଡ଼ା, ଧୁଷୁରୀ ଓ ବାମରା।

BJP Ads
ଗୃହ ଓ ନଗର ଉନ୍ନୟନ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
BJP Ads
Latest News

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଲେ ଖୋର୍ଦ୍ଧା ଜିଲ୍ଲାପାଳ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.