Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ୱାଧୀନତା ଦିବସ ଅବସରରେ ରାଜ ଭବନରେ ଆଟ୍‌-ହୋମ୍ ଅନୁଷ୍ଠିତ
ଆଜିର ଖବର

ସ୍ୱାଧୀନତା ଦିବସ ଅବସରରେ ରାଜ ଭବନରେ ଆଟ୍‌-ହୋମ୍ ଅନୁଷ୍ଠିତ

August 16, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
odisha governor
ସ୍ୱାଧୀନତା ଦିବସ ଅବସରରେ ରାଜ ଭବନରେ ଆଟ୍‌-ହୋମ୍ ଅନୁଷ୍ଠିତ

ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଅବସରରେ ତା୧୫.୦୮.୨୦୨୫ରିଖ ଅପରାହ୍ନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟିଙ୍କ ସୌଜନ୍ୟରେ ରାଜଭବନର ନ୍ୟୁ ଅଭିଷେକ ହଲ୍ ଠାରେ ଆଟ୍‌-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଶ୍ରୀମତୀ ଜୟଶ୍ରୀ କମ୍ଭମ୍‌ପାଟି, ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ଏତଦ୍‌ବ୍ୟତୀତ ଓଡ଼ିଶାର ମାନ୍ୟବର ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମାନ୍ୟବର ବିଧାୟକ, ସ୍ୱାଧୀନତା ସଂଗ୍ରାମୀ, ପଦ୍ମ ପୁରସ୍କାର ବିଜେତା, ରାଜନୈତିକ ଦଳର କର୍ମକର୍ତ୍ତା / ବ୍ୟକ୍ତି ବିଶେଷ, ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ବିଭିନ୍ନ ବୈଧାନିକ ସଂସ୍ଥାର ମୂଖ୍ୟ ଏବଂ କର୍ମକର୍ତ୍ତା, ଅବସର ପ୍ରାପ୍ତ ବରିଷ୍ଠ ଅଧିକାରୀ, ପ୍ରତିରକ୍ଷା ବିଭାଗର ପଦାଧିକାରୀ ଏବଂ ଅବସର ପ୍ରାପ୍ତ ବରିଷ୍ଠ ପଦାଧିକାରୀ, ଶିକ୍ଷାବିତ, ବୁଦ୍ଧିଜୀବୀ, ସମାଜସେବୀ, ଗଣମାଧ୍ୟମର ପ୍ରତିନିଧି, କ୍ରୀଡ଼ାବିତ୍‌, ସାରସ୍ୱତ ସ୍ରଷ୍ଟା, କଳାକାର ଓ ଶିଳ୍ପୀ, କର୍କଟ ରୋଗରୁ ମୁକ୍ତ ବ୍ୟକ୍ତି, ପିଭିଟିଜି ବର୍ଗର ବ୍ୟକ୍ତି ବିଶେଷ, ସରକାରଙ୍କ ବିଭିନ୍ନ ଯୋଜନାର ହିତାଧିକାରୀ ପ୍ରମୁଖ ଆଟ୍‌-ହୋମ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

ଏହି ଅବସରରେ ରାଜ୍ୟପାଳ ଡ. କମ୍ଭମ୍‌ପାଟି ସମସ୍ତଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟପାଳ ବିଭିନ୍ନ ବର୍ଗର ଅତିଥିମାନଙ୍କ ସହ ମିଶିବା ସହିତ ଭାବବିନିମୟ କରିଥିଲେ। ଏହି ଅବସରରେ ରାଜ୍ୟପାଳ ଏକ ବାର୍ତ୍ତାରେ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ପାଇଁ ସମସ୍ତେ ମିଳିମିଶି ନିଷ୍ଠାପର ଭାବେ କାର୍ଯ୍ୟକରିବାକୁ ଆହ୍ୱାନ ଜଣାଇଛନ୍ତି।

 

ଡ. ହରି ବାବୁ କମ୍ଭମ୍‌ପାଟି ସ୍ୱାଧୀନତା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

October 24, 2026

ଖୋର୍ଦ୍ଧାକୁ ଶିଶୁ ଶ୍ରମମୁକ୍ତ କରିବାକୁ ପ୍ରୟାସ, ଗାଁରୁ ବଜାର ଯାଏଁ ସଚେତନତା

October 24, 2026

ଭୁବନେଶ୍ୱରରେ ଅର୍ବାନ୍ ମୋବିଲିଟି ଇଣ୍ଡିଆ ସମ୍ମିଳନୀ-୨୦୨୬ ଉଦ୍‌ଘାଟିତ, ସହରୀ ପରିବହନରେ ଡିଜିଟାଲ୍ ବିପ୍ଳବ ଉପରେ ଗୁରୁତ୍ୱ

October 24, 2026

ତାମିଲନାଡୁରେ SIR ଝଡ଼: ବୈଠକରୁ ଓହରିଲେ TVK-DMK, ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ତେଜିଲା ରାଜନୀତି!

October 24, 2026
Latest News

ଅକ୍ଟୋବର ୨୬ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

October 24, 2026

ଖୋର୍ଦ୍ଧାକୁ ଶିଶୁ ଶ୍ରମମୁକ୍ତ କରିବାକୁ ପ୍ରୟାସ, ଗାଁରୁ ବଜାର ଯାଏଁ ସଚେତନତା

October 24, 2026

ଚିନ୍ମୟ ମିଶନର ଆଧ୍ୟାତ୍ମିକ ଯାତ୍ରାରୁ ବିକଶିତ ଭାରତର ସଂକଳ୍ପ, ଯୁବଶକ୍ତିକୁ ନେଇ ମୋଦୀଙ୍କ ବଡ଼ ଆହ୍ୱାନ

October 24, 2026

ଭୁବନେଶ୍ୱରରେ ଅର୍ବାନ୍ ମୋବିଲିଟି ଇଣ୍ଡିଆ ସମ୍ମିଳନୀ-୨୦୨୬ ଉଦ୍‌ଘାଟିତ, ସହରୀ ପରିବହନରେ ଡିଜିଟାଲ୍ ବିପ୍ଳବ ଉପରେ ଗୁରୁତ୍ୱ

October 24, 2026

୧୧ ମାସର ଶିଶୁକୁ ମିଳିଲାନି କ୍ଷୀର, ସିଙ୍ଗାପୁର ଏୟାରଲାଇନ୍ସକୁ ₹୫୦ ହଜାର କ୍ଷତିପୂରଣ ନିର୍ଦ୍ଦେଶ

October 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.