Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାର୍ଯ୍ୟ ହେଲା ଲଗ୍ନ: ଜାଣନ୍ତୁ କେବେ ହେବ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ
ଆଜିର ଖବର

ଧାର୍ଯ୍ୟ ହେଲା ଲଗ୍ନ: ଜାଣନ୍ତୁ କେବେ ହେବ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ

August 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଧାର୍ଯ୍ୟ ହେଲା ଲଗ୍ନ
ଧାର୍ଯ୍ୟ ହେଲା ଲଗ୍ନ: ଜାଣନ୍ତୁ କେବେ ହେବ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ

ଭୁବନେଶ୍ଵର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ଆସନ୍ତା ଅଗଷ୍ଟ ୨୮ ତାରିଖ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ଗୁରୁବାର ସକାଳ ୧୦ଟା ୩୩ରୁ ୧୦ଟା ୫୫ ମଧ୍ୟରେ ଶୁଭଲଗ୍ନ ନିର୍ଦ୍ଧାରଣ ହୋଇଛି। ଏହି ଲଗ୍ନରେ ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମା ସମଲେଶ୍ବରୀଙ୍କଠାରେ ନବାନ୍ନ ଲାଗି କରାଯିବ। ଏହାପରେ ସାରା ପଶ୍ଚିମ ଓଡ଼ିଶାବାସୀ ନବାନ୍ନ ଭକ୍ଷଣ କରିବେ।

ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ପଣ୍ଡିତମଣ୍ଡଳୀ ବସି ଲଗ୍ନ ନିର୍ଦ୍ଧାରଣ କରିଛନ୍ତି। ପ୍ରଥମେ ବିଦ୍ବାନ ପଣ୍ଡିତମାନେ ପହଞ୍ଚିବା ପରେ ବିଷ୍ଣୁ ସହସ୍ରନାମ ପାଠ କରିଛନ୍ତି। ଏହାପରେ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଗଣନା କରି ଲଗ୍ନ ନିର୍ଦ୍ଧାରଣ ହୋଇଛି। ପଣ୍ଡିତମଣ୍ଡଳୀ ପାଞ୍ଜି ଦେଖି ଲଗ୍ନ ନିର୍ଦ୍ଧାରଣ କରିବା ପରେ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ କମିଟି ସଦସ୍ୟ ଏବଂ ମନ୍ଦିର ପୂଜକମାନେ ମା ସମଲେଶ୍ବରୀଙ୍କୁ ଲଗ୍ନପତ୍ର ପ୍ରଦାନ କରିବେ।

ନୂଆଖାଇ ପଶ୍ଚିମ ଓଡ଼ିଶାର ଗଣପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026

ଋଷିକେଶରେ ଆରଭିଏନଏଲ୍ ପ୍ରକଳ୍ପ ସାଇଟ୍ ପରିଦର୍ଶନ କଲେ ଓଡ଼ିଶା ପ୍ରତିନିଧି ଦଳ

March 13, 2026
Latest News

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.