Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ସିପି ରାଧାକୃଷ୍ଣନ୍, ଘୋଷଣା କଲେ ବିଜେପି ସଭାପତି
ଆଜିର ଖବର

NDAର ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ ସିପି ରାଧାକୃଷ୍ଣନ୍, ଘୋଷଣା କଲେ ବିଜେପି ସଭାପତି

August 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପରାଷ୍ଟ୍ରପତି
ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

ନୂଆଦିଲ୍ଲୀ: NDA ଉପରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ସିପି ରାଧାକୃଷ୍ଣନ୍ ଙ୍କ ନାମ ଘୋଷଣା କରିଛି। ଆଜି ବିଜେପି ସଂସଦୀୟ ବୋର୍ଡ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଏବଂ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା କହିଛନ୍ତି ଯେ, ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକୃଷ୍ଣନ୍ ଉପରାଷ୍ଟ୍ରପତି ନିର୍ବାଚନ ପାଇଁ NDA ପ୍ରାର୍ଥୀ ହେବେ।

କେନ୍ଦ୍ରମନ୍ତ୍ରୀ ଜିତନ୍ ରାମ ମାଞ୍ଝି ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀଙ୍କୁ ସମର୍ଥନ କରିଛନ୍ତି। X ରେ ପୋଷ୍ଟ କରି ଜିତନ୍ ରାମ ମାଞ୍ଝି କହିଛନ୍ତି ଯେ, “ଆମେ ଉପରାଷ୍ଟ୍ରପତି ପଦ ପାଇଁ NDA ପ୍ରାର୍ଥୀ ସିପି ରାଧାକୃଷ୍ଣନଙ୍କୁ ପୂର୍ଣ୍ଣ ସମର୍ଥନ କରୁ। ଆମେ ରାସ୍ତାରୁ ସଂସଦ ପର୍ଯ୍ୟନ୍ତ NDA ସହିତ ଠିଆ ହୋଇଛୁ।”

ବିଜେପି ସଭାପତି ଜେପି ନଡ୍ଡା କହିଛନ୍ତି ଯେ, ଆମେ ଚାହୁଁଛୁ ଯେ ପରବର୍ତ୍ତୀ ଉପରାଷ୍ଟ୍ରପତି ସର୍ବସମ୍ମତିକ୍ରମେ ନିର୍ବାଚିତ ହୁଅନ୍ତୁ, ଯାହା ପାଇଁ ଆମେ ବିରୋଧୀ ନେତାମାନଙ୍କ ସହିତ ଯୋଗାଯୋଗ କରିଛୁ।

Breaking News NDA
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.