Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
ଆଜିର ଖବର

ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

August 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Prime minister High Level Meeting
ପରବର୍ତ୍ତୀ ପିଢ଼ିର ସଂସ୍କାର ଉପରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକର ଅଧ୍ୟକ୍ଷତା କରିଛନ୍ତି। ବୈଠକରେ ସହଜ ଜୀବନଯାପନ, ବ୍ୟବସାୟିକ ସୁଗମତାରେ ସୁଧାର ଏବଂ ସମାବେଶୀ ସମୃଦ୍ଧିକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଦ୍ରୁତ ତଥା ବିସ୍ତୃତ ସଂସ୍କାର କାର୍ଯ୍ୟକାରୀ କରିବା ନିମନ୍ତେ ପରବର୍ତ୍ତୀ ପିଢ଼ିର ସଂସ୍କାର ପାଇଁ ରୂପରେଖ ପ୍ରସ୍ତୁତି ସମ୍ପର୍କରେ ସବିଶେଷ ବିଚାରବିମର୍ଶ କରାଯାଇଛି।

ଗୋଟିଏ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

‘‘ପରବର୍ତ୍ତୀ ପିଢ଼ିର ସଂସ୍କାର ପାଇଁ ରୂପରେଖ ଉପରେ ଆଲୋଚନା ଲାଗି ଏକ ବୈଠକରେ ଅଧ୍ୟକ୍ଷତା କଲି। ସବୁ କ୍ଷେତ୍ରରେ ଦ୍ରୁତ ସଂସ୍କାର କାର୍ଯ୍ୟକାରୀ କରିବା ଲାଗି ଆମେ ସଂକଳ୍ପବଦ୍ଧ, ଯାହାକି ସହଜ ଜୀବନଧାରଣ, ବ୍ୟବସାୟିକ ସୁଗମତା ଏବଂ ସମୃଦ୍ଧିକୁ ପ୍ରୋତ୍ସାହିତ କରିବ।’’

ଉଚ୍ଚସ୍ତରୀୟ ବୈଠକ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026
Latest News

U19 ବିଶ୍ୱକପ୍-2026: ଦ୍ଵିତୀୟ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ

February 4, 2026

‘ଆମ ନିଷ୍ପତ୍ତିରେ ଆମେରିକାର କ’ଣ ଅଧିକାର?’: ବାଣିଜ୍ୟ ଚୁକ୍ତି ଉପରେ ସଚିନ ପାଇଲଟ୍ ଙ୍କ ଟାର୍ଗେଟ

February 4, 2026

ସ୍ୱତନ୍ତ୍ର ପରୀକ୍ଷା ପେ ଚର୍ଚ୍ଚା ଏପିସୋଡ୍ ଦେଖିବା ପାଇଁ ସମସ୍ତଙ୍କୁ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

February 4, 2026

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

February 4, 2026

କ୍ୟାନସର ରୋଗୀଙ୍କ ପାଇଁ ଖୁସି ଖବର, ଶିମିଳିପାଳ ଜଙ୍ଗଲରୁ ମିଳିଲା ରୋଗ ପ୍ରତିରୋଧୀ ଯୌଗିକ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.