Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ
ଆଜିର ଖବର

କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ

August 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଦଳା ଉପକାରାଗାରରେ ବୃଦ୍ଧଙ୍କ ମୃତ୍ୟୁ
କୋଦଳା ଉପକାରାଗାରରେ ବିଚାରଧୀନ ବୃଦ୍ଧଙ୍କ ମୃତ୍ୟୁ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଖଲ୍ଲିକୋଟ ଅବକାରୀ ବିଭାଗ ପକ୍ଷରୁ ସଦଳବଳେ ଚଢ଼ାଉ ବେଳେ ଗତକାଲି ବେଗୁନିଆ ପଡ଼ା ନୁଆ ସାହିର ବି ଲିଙ୍ଗରାଜ ପାତ୍ରଙ୍କ ଠାରୁ ୪୫୦ ଗ୍ରାମ ଅଫିମ ଜବତ ହୋଇଥିଲା। ଅବକାରୀ ବିଭାଗ ପକ୍ଷରୁ କୋର୍ଟ ଚାଲାଣ ପରେ ସେ କୋଦଳା ଉପକାରାଗାରରେ ବିଚାରଧୀନ ବ୍ୟକ୍ତି ଭାବେ ବନ୍ଦି ହୋଇଥିଲେ। କିନ୍ତୁ ଆଜି ସକାଳୁ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାକୁ କୋଦଳା ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ଏହି ଭଳି ଅଭାବନୀୟ ପରିସ୍ଥିତିରେ ତାଙ୍କର ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

November 1, 2025

ଆଜି ଛତିଶଗଡରେ ୧୪,୨୬୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦ‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 1, 2025

ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ 

November 1, 2025

ଗଞ୍ଜେଇ ବିକ୍ରି ପାଇଁ ଉଦ୍ୟମ ବେଳେ ମାଡ଼ି ବସିଲା ଅବକାରୀ: ୨ ଗିରଫ

November 1, 2025
BJP Ads
Latest News

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

November 1, 2025

ଆଜି ଛତିଶଗଡରେ ୧୪,୨୬୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ ପ୍ରକଳ୍ପର ଉଦ‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 1, 2025

ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ 

November 1, 2025

ଗଞ୍ଜେଇ ବିକ୍ରି ପାଇଁ ଉଦ୍ୟମ ବେଳେ ମାଡ଼ି ବସିଲା ଅବକାରୀ: ୨ ଗିରଫ

November 1, 2025

ପୂର୍ବତଟ ରେଳପଥରେ ସତର୍କତା ସଚେତନତା ସପ୍ତାହ 2025 ଉଦଯାପିତ

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.