Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନବସତି ଉପରେ ଖସିଲା ପାକିସ୍ତାନୀ ବିମାନ : 15 ମୃତ
ଆଜିର ଖବର

ଜନବସତି ଉପରେ ଖସିଲା ପାକିସ୍ତାନୀ ବିମାନ : 15 ମୃତ

July 30, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପାକିସ୍ତାନୀ ସେନାର ଏକ ହେଲିକପ୍ଟର ରାଓ୍ବଲପିଣ୍ଡିରେ ଦୁର୍ଘଟଣାଗ୍ରସ୍ତ ହେବାରୁ 15 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏହି ଘଟଣାରେ ଆହୁରି କିଛି ବିମାନ କର୍ମୀ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେନା ପକ୍ଷରୁ ମଙ୍ଗଳବାର ଜାରି କରାଯାଇଥିବା ସୂଚନାରୁ ଏହା ଜଣାପଡ଼ିଛି । ରାଓଲପିଣ୍ଡି ସହରର ଏକ ଆବାସିକ ଅଂଚଳରେ ହଠାତ ସେନାର ବିମାନରେ ନିଆଁ ଲାଗିଥିଲା । ସେନାର ଏକ ଛୋଟ ବିମାନ ଆବାସିକ ଅଂଚଳରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ଜନବସତି ଉପରେ ଖସି ପଡିଛି । ରାଓ୍ବଲପିଣ୍ଡିର ମୋରା କାଲୁ ଗାଁ ନିକଟ ଦେଇ ସେନାର ତାଲିମ ହେଲିକପ୍ଟର ଖସିପଡ଼ିଥିଲା । ସିସିଟିଭି ଫୁଟେଜରୁ ଆବାସିକ ଅଂଚଳରେ ନିଆଁ ଲାଗିଥିବା ଦେଖାଯାଇଥିଲା । ଉଦ୍ଧାରକାରୀ ଟିମ କହିଛନ୍ତି, ବିମାନ ଅଚାନକ ଟାୱାର ସହିତ ନିୟନ୍ତ୍ରଣ ହରାଇବାରୁ ଦୁର୍ଘଟଣା ଘଟିଛି । ମାତ୍ର ଦୁର୍ଘଟଣାର ପ୍ରକୃତ କାରଣ ଏବେ ବି ଜଣାପଡ଼ି ନାହିଁ ।

Share. Facebook Twitter LinkedIn Email WhatsApp Copy Link

Related Posts

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026

ମଧ୍ୟପ୍ରଦେଶର ଖଜୁରାହୋ ନୃତ୍ୟୋତ୍ସବରେ ଚମକିବେ ବ୍ରହ୍ମପୁର ନୃତ୍ୟଶିଳ୍ପୀ ସୌମ୍ୟା ପ୍ରିୟଦର୍ଶିନୀ

February 12, 2026
Latest News

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026

ଏଣିକି ସମବାୟ କ୍ଷେତ୍ରରେ ମହିଳାଙ୍କୁ ଦିଆଯିବ ଗୁରୁତ୍ବ, କେନ୍ଦ୍ର ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବଙ୍କ ବୈଠକ

February 12, 2026

ପଞ୍ଜାବରେ ଅପରେସନ ଲୋଟସ୍!: ବିଜେପିରେ ଯୋଗଦେବା ପାଇଁ ଆପ ବିଧାୟକଙ୍କୁ ପ୍ରଲୋଭନ ଅଭିଯୋଗ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.