Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରମ୍ପଙ୍କ ଶୁଳ୍କ ଲାଗୁ ପରେ ପୁଟିନ୍ ନେଲେ ବଡ଼ ନିଷ୍ପତ୍ତି, ଭାରତକୁ ଦେଲେ ଦମଦାର ଅଫର
ଆଜିର ଖବର

ଟ୍ରମ୍ପଙ୍କ ଶୁଳ୍କ ଲାଗୁ ପରେ ପୁଟିନ୍ ନେଲେ ବଡ଼ ନିଷ୍ପତ୍ତି, ଭାରତକୁ ଦେଲେ ଦମଦାର ଅଫର

August 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁଟିନ ପ୍ରଧାନମନ୍ତ୍ରୀ ମୋଦି
ପୁଟିନଙ୍କ ଭାରତ ଗସ୍ତ!: ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ, ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା?

ନୂଆଦିଲ୍ଲୀ: ରୁଷୀୟ ତେଲ କିଣିବା ପାଇଁ ଭାରତ ଉପରେ କ୍ଷୁବ୍ଧ ହୋଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୨୫% ଅତିରିକ୍ତ ଶୁଳ୍କ ଲାଗୁ କରିଛନ୍ତି। ତଥାପି ଭାରତ ତା’ର ଆବଶ୍ୟକତା ଅନୁସାରେ ରୁଷୀୟ ତେଲ କ୍ରୟ କରିଚାଲିଛି। ଏହି ସମୟରେ ରୁଷ ଏକ ବଡ଼ ନିଷ୍ପତ୍ତି ନେଇଛି ଏବଂ ଭାରତକୁ ତେଲ କ୍ରୟ ଉପରେ ୫% ରିହାତି ଦେବାକୁ ନିଷ୍ପତ୍ତି ନେଇଛି।

ଭାରତରେ ରୁଷୀୟ ଉପ ବାଣିଜ୍ୟ ପ୍ରତିନିଧି ଏଭଗେନି ଗ୍ରୀଭା କହିଛନ୍ତି ଯେ, ‘ଭାରତର ରୁଷୀୟ ଅଶୋଧିତ ତେଲ କ୍ରୟ ଉପରେ ୫% ରିହାତି ରହିବ, ଯାହା ଆଲୋଚନା ଆଧାରରେ ନିଷ୍ପତ୍ତି ନିଆଯିବ।’ ଗ୍ରୀଭା ଆହୁରି କହିଛନ୍ତି ଯେ, ରାଜନୈତିକ ପରିସ୍ଥିତି ସତ୍ତ୍ୱେ, ଭାରତ ପ୍ରାୟ ସମାନ ସ୍ତରର ତେଲ ଆମଦାନୀ ଜାରି ରଖିବ। ସେ ଏହା ମଧ୍ୟ କହିଛନ୍ତି ଯେ, ଏହି ରିହାତି ଏକ ବାଣିଜ୍ୟିକ ଗୁପ୍ତ କଥା। ସାଧାରଣତଃ ଏହା ବ୍ୟବସାୟୀଙ୍କ ମଧ୍ୟରେ ଆଲୋଚନା ଉପରେ ଆଧାରିତ ଏବଂ ପ୍ରାୟ ୫% ରହିବ।

Breaking News india narendramodi putin russia
Share. Facebook Twitter LinkedIn Email WhatsApp Copy Link

Related Posts

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Latest News

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026

ଟିଏମସିରେ ଯୋଗଦେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ନାତି: ବିଜେପି ଉପରେ କଲେ କଡ଼ା ଆକ୍ରମଣ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.