Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା
ଆଜିର ଖବର

ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
there is a possibility of rain in the next 24 hours.
The low pressure has weakened and there is a possibility of rain in the next 24 hours.

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେବାପରେ କ୍ରମଶଃ ଦୁର୍ବଳ ହୋଇପଡିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଛତିଶଗଡ ମଧ୍ୟରେ ଦୁର୍ବଳ ହୋଇପଡିଛି। କିନ୍ତୁ ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ ଆଦି ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଉତ୍ତର-ପଶ୍ଚିମ ଏବଂ ଉପକୂଳବର୍ତ୍ତି ଜିଲ୍ଲାଗୁଡିକରେ ବର୍ଷାର ସମ୍ଭାବନା ରହିଛି।

ବଙ୍ଗୋପସାଗର ବର୍ଷା ସମ୍ଭାବନା ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ OTTରେ ଧମାକା କରିବ କାଜୋଲଙ୍କ ଫିଲ୍ମ ‘ମା’, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ?

August 21, 2025

କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

August 21, 2025

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ

August 21, 2025

ଟିମ୍ ଇଣ୍ଡିଆର ଅଧିନାୟକ ହେବେ ଶ୍ରେୟସ ଆୟର?: ଆଶ୍ଚର୍ଯ୍ୟ କରିଛିବିସିସିଆଇର ନୂତନ ଯୋଜନା

August 21, 2025
Latest News

ଏବେ OTTରେ ଧମାକା କରିବ କାଜୋଲଙ୍କ ଫିଲ୍ମ ‘ମା’, ଜାଣନ୍ତୁ କେବେ ଏବଂ କେଉଁଠି ଦେଖିପାରିବେ?

August 21, 2025

କ୍ୟାପିଟାଲ ରିଜନ ରିଙ୍ଗ ରୋଡ ମଞ୍ଜୁର କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

August 21, 2025

ଦୁର୍ବଳ ହେଲା ସୃଷ୍ଟ ଲଘୁଚାପ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା

August 21, 2025

ଭାରତକୁ ଶତ୍ରୁ ପରି ବ୍ୟବହାର କରିବା ରଣନୈତିକ ଭୁଲ’: ଟ୍ରମ୍ଫଙ୍କୁ ଭର୍ତ୍ସନା କଲେ ନିକି ହେଲି

August 21, 2025

ଉପରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବି ସୁଦର୍ଶନ ରେଡ୍ଡୀ

August 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.