Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର
ଆଜିର ଖବର

ବାଲୁଗାଁ ଜାତୀୟ ରାଜପଥରେ ଓଲଟିଲା ଯାତ୍ରୀବାହୀ ଅଟୋ, ଜଣେ ମୃତ, ୪ ଗୁରୁତର

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Road accident

ବାଲୁଗାଁ: ୧୬ ନଂ ଜାତୀୟ ରାଜପଥ ନାଭାଲ ଫାଣ୍ଡି ନିକଟସ୍ଥ ନୂଆଗଡ଼ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ଅଟୋ ଓଲଟି ପଡିଛି। ଯେଉଁଥିରେ ଜଣେ ନାବାଳକ ମୃତ୍ୟୁ ବରଣ କରିବାସହ ଚାଳକ ସମେତ ୪ ଜଣ ଆହତ ହୋଇଛନ୍ତି।

ଖବର ମୁତାବକ ଆଜି ପୂର୍ବାହ୍ନରେ ନାଭାଲ ଛକରୁ ବାଲୁଗାଁ ଅଭିମୁଖେ ଏକ ଯାତ୍ରୀବାହୀ ଅଟୋ ଯାତ୍ରୀ ନେଇ ଯାଉଥିବା ବେଳେ ନୂଆଗଡ଼ ଓଭରବ୍ରିଜ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଅଟୋରେ ଥିବା ସମସ୍ତ ଯାତ୍ରୀ ଗୁରୁତର ଆହତ ହୋଇଥିଲେ।ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ଆହତଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୪ ଜଣ ଗୁରୁତର ଆହତ ହୋଇଥିବା ବେଳେ ଜଣେ ମୃତ୍ୟୁବରଣ କରିଥିବା ଡାକ୍ତର ସୂଚନା ଦେଇଛନ୍ତି।ମୃତକ ଜଣଙ୍କ ଆଖୁପୋଖରା ଗ୍ରାମର ଶିବ ନାୟକଙ୍କ ପୁଅ ସୁକାନ୍ତ ନାୟକ(୧୫)ବୋଲି ଜଣାପଡିଛି।ଦୁର୍ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ନାଭାଲ ଫାଣ୍ଡି ନୂଆଗଡ ଓଭରବ୍ରିଜ ବାଲୁଗାଁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.