Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ
ଆଜିର ଖବର

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

ଭୁବନେଶ୍ୱର: ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡ଼ିଶାର ୩୫ ଗୋଟି ଜିଲ୍ଲା କଂଗ୍ରେସ କମିଟି ସଭାପତି ଚୟନ ପ୍ରକ୍ରିୟା ନିମନ୍ତେ ଅଖିଳ ଭାରତ କଂଗ୍ରେସ କମିଟି ୩୫ ଜଣ ଏଆଇସିସି ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି । ଏହି ପର୍ଯ୍ୟବେକ୍ଷକ ମାନଙ୍କ ସହିତ ଯୋଗାଯୋଗ ଓ ସମନ୍ୱୟ ରଖିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଏକ ରାଜ୍ୟସ୍ତରୀୟ ସୃଜନ କମିଟି ଏବଂ ୱାରରୁମ କମିଟି ଗଠନ କରିଛନ୍ତି ।

ଉପରୋକ୍ତ ଦୁଇ କମିଟି ମିଳିତ ଭାବେ ଖୁବଶୀଘ୍ର କାର୍ଯ୍ୟ ଆରମ୍ଭ କରିବା ପାଇଁ ଶ୍ରୀ ଦାସ ନିର୍ଦ୍ଦେଶ ଦେଇଛନ୍ତି । ସୃଜନ କମିଟି ରେ ଅଧ୍ୟକ୍ଷ ଭାବେ ଡ. ଦେବାଶିଷ ପଟ୍ଟନାୟକ ରହିଥିବା ବେଳେ ସହ ଅଧ୍ୟକ୍ଷ ଭାବେ ସୁଧାଂଶୁ ଶେଖର ଦେଓ ରହିଛନ୍ତି । ସେହିପରି ୱାରରୁମ କମିଟିର ଅଧ୍ୟକ୍ଷ ଭାବେ ଶ୍ରୀ ମନୋରଞ୍ଜନ ଦାଶ ରହିଥିବା ବେଳେ ସଭ୍ୟ ଭାବରେ ତରୁଣ ମିଶ୍ର, ବାଙ୍କନିଧି ବେହେରା, ଶାନ୍ତନୁ କୁମାର ସାହୁ ଓ ଜୟଶ୍ରୀ ପାତ୍ର ରହିଛନ୍ତି ବୋଲି ପିସିସି କାର୍ଯ୍ୟାଳୟ ସୂତ୍ରରୁ ଏକ ପ୍ରେସ ଇସ୍ତହାରରେ କୁହାଯାଇଛି ।

Congress ଓଡିଶା ପ୍ରଦେଶ କଂଗ୍ରେସ ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Latest News

ଓଡ଼ିଶାରେ ୧.୮୮ ଲକ୍ଷରୁ ଅଧିକ ନୂତନ ଗ୍ରାହକ ଯୋଡିଲା ଜିଓ: ଟ୍ରାଇ ତଥ୍ୟ

April 8, 2026

ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାକୁ ୧୧ ବର୍ଷ: ଦେଶର ସୂକ୍ଷ୍ମ ଓ କ୍ଷୁଦ୍ର ଉଦ୍ୟୋଗୀ ହୋଇଛନ୍ତି ସଶକ୍ତ

April 8, 2026

ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି ଗ୍ୟାସ

April 8, 2026

କଲାଇ- ୨ ଜଳବିଦ୍ୟୁତ ପ୍ରକଳ୍ପ ନିର୍ମାଣ ପାଇଁ ନିବେଶ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

April 8, 2026

ପିଲାଙ୍କୁ ସୋସିଆଲ୍ ମିଡ଼ିଆ ମନା

April 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.