Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ
ଆଜିର ଖବର

ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଦେଶ କଂଗ୍ରେସ ଗଠନ କଲା ସୃଜନ କମିଟି ଓ ୱାର ରୁମ କମିଟି, ଜାଣନ୍ତୁ ଏହା କଣ

ଭୁବନେଶ୍ୱର: ସଂଗଠନ ସୃଜନ ଅଭିଯାନ ମାଧ୍ୟମରେ ଓଡ଼ିଶାର ୩୫ ଗୋଟି ଜିଲ୍ଲା କଂଗ୍ରେସ କମିଟି ସଭାପତି ଚୟନ ପ୍ରକ୍ରିୟା ନିମନ୍ତେ ଅଖିଳ ଭାରତ କଂଗ୍ରେସ କମିଟି ୩୫ ଜଣ ଏଆଇସିସି ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି । ଏହି ପର୍ଯ୍ୟବେକ୍ଷକ ମାନଙ୍କ ସହିତ ଯୋଗାଯୋଗ ଓ ସମନ୍ୱୟ ରଖିବା ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସ ଏକ ରାଜ୍ୟସ୍ତରୀୟ ସୃଜନ କମିଟି ଏବଂ ୱାରରୁମ କମିଟି ଗଠନ କରିଛନ୍ତି ।

ଉପରୋକ୍ତ ଦୁଇ କମିଟି ମିଳିତ ଭାବେ ଖୁବଶୀଘ୍ର କାର୍ଯ୍ୟ ଆରମ୍ଭ କରିବା ପାଇଁ ଶ୍ରୀ ଦାସ ନିର୍ଦ୍ଦେଶ ଦେଇଛନ୍ତି । ସୃଜନ କମିଟି ରେ ଅଧ୍ୟକ୍ଷ ଭାବେ ଡ. ଦେବାଶିଷ ପଟ୍ଟନାୟକ ରହିଥିବା ବେଳେ ସହ ଅଧ୍ୟକ୍ଷ ଭାବେ ସୁଧାଂଶୁ ଶେଖର ଦେଓ ରହିଛନ୍ତି । ସେହିପରି ୱାରରୁମ କମିଟିର ଅଧ୍ୟକ୍ଷ ଭାବେ ଶ୍ରୀ ମନୋରଞ୍ଜନ ଦାଶ ରହିଥିବା ବେଳେ ସଭ୍ୟ ଭାବରେ ତରୁଣ ମିଶ୍ର, ବାଙ୍କନିଧି ବେହେରା, ଶାନ୍ତନୁ କୁମାର ସାହୁ ଓ ଜୟଶ୍ରୀ ପାତ୍ର ରହିଛନ୍ତି ବୋଲି ପିସିସି କାର୍ଯ୍ୟାଳୟ ସୂତ୍ରରୁ ଏକ ପ୍ରେସ ଇସ୍ତହାରରେ କୁହାଯାଇଛି ।

Congress ଓଡିଶା ପ୍ରଦେଶ କଂଗ୍ରେସ ପ୍ରଦେଶ କଂଗ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

India-USA LPG Deal: ଶେଷରେ ଆମେରିକାରୁ ଗ୍ୟାସ ଆଣିବା ପାଇଁ ଚୁକ୍ତି କଲା ଭାରତ

November 18, 2025

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଗସ୍ତ: ସତ୍ୟସାଇ ବାବାଙ୍କ ଶତବାର୍ଷିକୀ ସମାରୋହରେ ଦେବେ ଯୋଗ

November 18, 2025

ଜଳସୀମାରେ ବେଆଇନ ପ୍ରବେଶ କରିଥିବା ୧୯ ବାଂଲାଦେଶୀଙ୍କୁ ଗିରଫ କଲା ଭାରତୀୟ ତଟରକ୍ଷୀ ବାହିନୀ

November 18, 2025

ଚତୁର୍ଥ ପ୍ରାକ୍-ବଜେଟ୍ ପରାମର୍ଶର ଅଧ୍ୟକ୍ଷତା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

November 18, 2025
Latest News

India-USA LPG Deal: ଶେଷରେ ଆମେରିକାରୁ ଗ୍ୟାସ ଆଣିବା ପାଇଁ ଚୁକ୍ତି କଲା ଭାରତ

November 18, 2025

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଗସ୍ତ: ସତ୍ୟସାଇ ବାବାଙ୍କ ଶତବାର୍ଷିକୀ ସମାରୋହରେ ଦେବେ ଯୋଗ

November 18, 2025

ଜଳସୀମାରେ ବେଆଇନ ପ୍ରବେଶ କରିଥିବା ୧୯ ବାଂଲାଦେଶୀଙ୍କୁ ଗିରଫ କଲା ଭାରତୀୟ ତଟରକ୍ଷୀ ବାହିନୀ

November 18, 2025

ଚତୁର୍ଥ ପ୍ରାକ୍-ବଜେଟ୍ ପରାମର୍ଶର ଅଧ୍ୟକ୍ଷତା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

November 18, 2025

ପ୍ରଦାନ ହେଲା ଅକ୍ଷୟ ସାହିତ୍ୟ ଓ ସଂଗୀତ ସମ୍ମାନ, ଜାଣନ୍ତୁ କାହାକୁ ମିଳିଲା ପୁରସ୍କାର

November 18, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.