Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କିନଡ୍ରିଲର ସିଇଓ ତଥା ଚେୟାରମ୍ୟାନ ମାର୍ଟିନ ସ୍କ୍ରୋଏଟର
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କିନଡ୍ରିଲର ସିଇଓ ତଥା ଚେୟାରମ୍ୟାନ ମାର୍ଟିନ ସ୍କ୍ରୋଏଟର

August 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Kindyl CEO and Chairman Martin Schroeter
Prime Minister was greeted by Kindyl CEO and Chairman Martin Schroeter

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନୂଆଦିଲ୍ଲୀରେ କିନଡ୍ରିଲର ସିଇଓ ତଥା ଚେୟାରମ୍ୟାନ ମାର୍ଟିନ ସ୍କ୍ରୋଏଟର ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ବୈଶ୍ୱିକ ସହଯୋଗୀଙ୍କୁ ହାର୍ଦ୍ଦିକ ସ୍ୱାଗତ କରିଥିଲେ। ଭାରତରେ ଥିବା ବିପୁଳ ସୁଯୋଗର ବ୍ୟବହାର କରିବା ଏବଂ ଦେଶର ଦକ୍ଷ ଯୁବଶକ୍ତିଙ୍କ ସହଯୋଗ ନେବାକୁ ଆହ୍ୱାନ ଦେଇଥିଲେ।

ଶ୍ରୀ ମୋଦୀ ଗୁରୁତ୍ୱ ଦେଇ କହିଥିଲେ,ଏଭଳି ସହଯୋଗିତା ଦ୍ୱାରା ମିଳୁଥିବା ସଲୁ୍ୟସନ ରେ କେବଳ ଭାରତ ନୁହେଁ ବୈଶ୍ୱିକ ପ୍ରଗତିକୁ ମଧ୍ୟ ସହାୟତା ମିଳିପାରିବ।

ମାର୍ଟିନ ସ୍କ୍ରୋଏଟରଙ୍କ ଦ୍ୱାରା ଏକ୍ସ ରେ ହୋଇଥିବା ଏକ ପୋଷ୍ଟ ର ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ମାର୍ଟିନ ସ୍କ୍ରୋଏଟରଙ୍କ ସହ ଏହା ବାସ୍ତବରେ ଏକ ସମୃଦ୍ଧ ବୈଠକ ଥିଲା। ଭାରତ ସର୍ବଦା ବୈଶ୍ୱିକ ସହଯୋଗୀମାନଙ୍କୁ ଦେଶରେ ଥିବା ବିପୁଳ ସୁବିଧାର ଫାଇଦା ନେବାକୁ ଏବଂ ଦେଶର ଦକ୍ଷ ଯୁବଶକ୍ତିଙ୍କ ସହଯୋଗ ନେବାକୁ  ଆହ୍ୱାନ କରୁଛି।

ମିଳିତ ଭାବେ ଆମେ ସଲୁ୍ୟସନ ସୃଷ୍ଟି କରିପାରିବା ଯାହା କେବଳ ଭାରତ ନୁହେଁ ବୈଶ୍ୱିକ ପ୍ରଗତି ପାଇଁ ମଧ୍ୟ ଅବଦାନ ରଖିବ।

Kyndryl ନରେନ୍ଦ୍ର ମୋଦୀ ମାର୍ଟିନ ସ୍କ୍ରୋଏଟର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026
Latest News

ଆଜି ୧୦ ହଜାର ଟଙ୍କା କମିଲା ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

February 10, 2026

Coal Exchange Proposal Approved: କୋଲ ଏକ୍ସଚେଞ୍ଜ ପ୍ରସ୍ତାବକୁ ମଞ୍ଜୁରୀ ଦେଲା ଏନଏସଇ

February 10, 2026

ଜିଲ୍ଲା ପରିଷଦ ଏବଂ ପଞ୍ଚାୟତ ସମିତି ନିର୍ବାଚନରେ ​​ମହାୟୁତିର ବିପୁଳ ବିଜୟ: ଖୁସି ବ୍ୟକ୍ତ କଲେ ଏକନାଥ ସିନ୍ଦେ

February 10, 2026

କୋଚି ୱାଟର ମେଟ୍ରୋ ପରିଦର୍ଶନ କଲେ ଭୁବନେଶ୍ୱର ଗଣମାଧ୍ୟମ ପ୍ରତିନିଧି

February 10, 2026

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.