Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କିନଡ୍ରିଲର ସିଇଓ ତଥା ଚେୟାରମ୍ୟାନ ମାର୍ଟିନ ସ୍କ୍ରୋଏଟର
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ କିନଡ୍ରିଲର ସିଇଓ ତଥା ଚେୟାରମ୍ୟାନ ମାର୍ଟିନ ସ୍କ୍ରୋଏଟର

August 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Kindyl CEO and Chairman Martin Schroeter
Prime Minister was greeted by Kindyl CEO and Chairman Martin Schroeter

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ନୂଆଦିଲ୍ଲୀରେ କିନଡ୍ରିଲର ସିଇଓ ତଥା ଚେୟାରମ୍ୟାନ ମାର୍ଟିନ ସ୍କ୍ରୋଏଟର ଭେଟିଛନ୍ତି। ପ୍ରଧାନମନ୍ତ୍ରୀ ବୈଶ୍ୱିକ ସହଯୋଗୀଙ୍କୁ ହାର୍ଦ୍ଦିକ ସ୍ୱାଗତ କରିଥିଲେ। ଭାରତରେ ଥିବା ବିପୁଳ ସୁଯୋଗର ବ୍ୟବହାର କରିବା ଏବଂ ଦେଶର ଦକ୍ଷ ଯୁବଶକ୍ତିଙ୍କ ସହଯୋଗ ନେବାକୁ ଆହ୍ୱାନ ଦେଇଥିଲେ।

ଶ୍ରୀ ମୋଦୀ ଗୁରୁତ୍ୱ ଦେଇ କହିଥିଲେ,ଏଭଳି ସହଯୋଗିତା ଦ୍ୱାରା ମିଳୁଥିବା ସଲୁ୍ୟସନ ରେ କେବଳ ଭାରତ ନୁହେଁ ବୈଶ୍ୱିକ ପ୍ରଗତିକୁ ମଧ୍ୟ ସହାୟତା ମିଳିପାରିବ।

ମାର୍ଟିନ ସ୍କ୍ରୋଏଟରଙ୍କ ଦ୍ୱାରା ଏକ୍ସ ରେ ହୋଇଥିବା ଏକ ପୋଷ୍ଟ ର ପ୍ରତିକ୍ରିୟାରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଶ୍ରୀ ମାର୍ଟିନ ସ୍କ୍ରୋଏଟରଙ୍କ ସହ ଏହା ବାସ୍ତବରେ ଏକ ସମୃଦ୍ଧ ବୈଠକ ଥିଲା। ଭାରତ ସର୍ବଦା ବୈଶ୍ୱିକ ସହଯୋଗୀମାନଙ୍କୁ ଦେଶରେ ଥିବା ବିପୁଳ ସୁବିଧାର ଫାଇଦା ନେବାକୁ ଏବଂ ଦେଶର ଦକ୍ଷ ଯୁବଶକ୍ତିଙ୍କ ସହଯୋଗ ନେବାକୁ  ଆହ୍ୱାନ କରୁଛି।

ମିଳିତ ଭାବେ ଆମେ ସଲୁ୍ୟସନ ସୃଷ୍ଟି କରିପାରିବା ଯାହା କେବଳ ଭାରତ ନୁହେଁ ବୈଶ୍ୱିକ ପ୍ରଗତି ପାଇଁ ମଧ୍ୟ ଅବଦାନ ରଖିବ।

BJP Ads
Kyndryl ନରେନ୍ଦ୍ର ମୋଦୀ ମାର୍ଟିନ ସ୍କ୍ରୋଏଟର
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ୱିତୀୟ ଟି-୨୦ ପରେ ଉଠିଲା ଅନେକ ପ୍ରଶ୍ନ: ଭାରତର ଏହି ନିଷ୍ପତ୍ତିକୁ ନେଇ ମଧ୍ୟ ଆଶ୍ଚର୍ଯ୍ୟ ହେଲେ ଫିଞ୍ଚ

November 1, 2025

Indian IPO Market: ଅକ୍ଟୋବର ମାସରେ ପାଣ୍ଠି ସଂଗ୍ରହ ₹46,000 କୋଟିରେ ପହଞ୍ଚିଛି ସୃଷ୍ଟି କରିଛି ରେକର୍ଡ

November 1, 2025

ଆରଏସଏସ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କଲେ କଂଗ୍ରେସ ଅଧ୍ୟକ୍ଷ, ବିଜେପି ଦେଲା ଜବାବ

November 1, 2025

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025
BJP Ads
Latest News

ଦ୍ୱିତୀୟ ଟି-୨୦ ପରେ ଉଠିଲା ଅନେକ ପ୍ରଶ୍ନ: ଭାରତର ଏହି ନିଷ୍ପତ୍ତିକୁ ନେଇ ମଧ୍ୟ ଆଶ୍ଚର୍ଯ୍ୟ ହେଲେ ଫିଞ୍ଚ

November 1, 2025

Indian IPO Market: ଅକ୍ଟୋବର ମାସରେ ପାଣ୍ଠି ସଂଗ୍ରହ ₹46,000 କୋଟିରେ ପହଞ୍ଚିଛି ସୃଷ୍ଟି କରିଛି ରେକର୍ଡ

November 1, 2025

ଆରଏସଏସ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କଲେ କଂଗ୍ରେସ ଅଧ୍ୟକ୍ଷ, ବିଜେପି ଦେଲା ଜବାବ

November 1, 2025

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.